ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ସୋମବାର ରାଜଧାନୀ ଭୁବନେଶ୍ୱର ଏବଂ କଟକରେ ଘନକୁହୁଡ଼ି ଦେଖିବାକୁ ମିଳିଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ନିକଟ ଦୂରତାରେ ମଧ୍ୟ ମୁହଁକୁ ମୁହଁ ଦିଶୁନି। ଗାଡ଼ି ଚାଳକଙ୍କୁ ଏହା ସମସ୍ୟାରେ ପକାଇଛି। ଖାଲି କଟକ ଓ ଭୁବନେଶ୍ବର ନୁହେଁ, ରାଜ୍ୟର ଅନେକ ଜିଲାରେ ମଧ୍ୟ ଆଜି ଘନକୁହୁଡ଼ି ଦେଖିବାକୁ ମିଳିଛି। ଲୋକେ ପୂର୍ବାହ୍ନ ୯ଟା ପର୍ଯ୍ୟନ୍ତ ଘରୁ ବାହାରି ପାରିନାହାନ୍ତି।
Posted inHome, Home Middle, ମେଟ୍ରୋ, ରାଜ୍ୟ View All
ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍କୁ ନିଜେ ଦଖଲ କର’
ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଶିବମ୍ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍-ସଟ୍’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…
LIVE ମ୍ୟାଚ୍ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO
ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK) ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…
IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…
ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…
ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି
ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…
କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..
ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…
ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…
ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…
Archives

