ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଅତ୍ୟନ୍ତ କମ୍‌ ଦୃଶ୍ୟମାନତା ମଧ୍ୟରେ କେବଳ ଗୋଟିଏ ବିମାନ ଉଡ଼ାଣ କରିପାରିଥିଲା। ଯେତେବେଳେ ଅନେକ ବିମାନ ରନଓ୍ବେରେ ଫସି ରହିଥିଲା। ଯାହା ଫଳରେ ଯାତ୍ରୀମାନଙ୍କୁ ଦୀର୍ଘ ସମୟ ଅପେକ୍ଷା କରିବାକୁ ପଡ଼ିଥିଲା।

ସୂଚନା ଅନୁଯାୟୀ, ସକାଳଠାରୁ ଘନ କୁହୁଡ଼ି ବିମାନବନ୍ଦର ପରିସର ଏବଂ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି କବଳିତ ହୋଇ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଭୁବନେଶ୍ୱର ଏବଂ କଟକର ଅନେକ ସ୍ଥାନରେ ଦୃଶ୍ୟମାନତା ୫୦ ମିଟର ତଳେ ରେକର୍ଡ କରାଯାଇଥିଲା, ଯାହା ଫଳରେ ବିମାନର ସୁରକ୍ଷିତ ଚଳାଚଳ କଷ୍ଟକର ହୋଇଥିଲା। ଏହା ଯୋଗୁ ରନଓ୍ବେରେ ଅନେକ ବିମାନ ଫସି ରହିଥିଲା। ଫଳରେ ଅନେକ ପ୍ରସ୍ଥାନ ଏବଂ ଆଗମନ ବିଳମ୍ବ ହୋଇଥିଲା। ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋ ସମେତ ଅନେକ ବିମାନ କମ୍ପାନୀ ସେମାନଙ୍କ ବିମାନ ସୂଚୀରେ ବାଧା ସୃଷ୍ଟି ହୋଇଥିବା ନିଶ୍ଚିତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri