୨ ଯାଏ ଘନକୁହୁଡ଼ି, ଏହି ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୩୦ା୧: ଆସନ୍ତା ୨ ତାରିଖ ଯାଏ ଘନକୁହୁଡ଼ି ନେଇ ୧୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କଟକ, ଖୋର୍ଦ୍ଧା, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କୋରାପୁଟରେ ପ୍ରବଳ କୁହୁଡ଼ି ଦେଖାଦେବ। ଶୁକ୍ରବାର ରାତି ଓ ୧ ତାରିଖ ସକାଳ ପାଇଁ ୮ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଏଥିସହିତ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳରେ ଘନକୁହୁଡ଼ି ଦେଖାଦେବ। ୧ ତାରିଖ ରାତି ଓ ୨ ତାରିଖ ସକାଳ ପାଇଁ ୫ ଜିଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?