ଘରେ ସୁଖ-ସମୃଦ୍ଧି ବୃଦ୍ଧି ପାଇଁ ନିଶ୍ଚୟ ମାନନ୍ତୁ ଏସବୁ ନିୟମ, ସୁଖମୟ ହେବ ଜୀବନ

ଘରେ ସୁଖ-ସମୃଦ୍ଧି ବୃଦ୍ଧି ସହ ଶାନ୍ତି ବଜାୟ ରଖିବା ପାଇଁ ବାସ୍ତୁଶାସ୍ତ୍ରର କିଛିଟା ନିୟମ ମାନିବା ଜରୁରୀ। ଯେମିତି କି:
* ପ୍ରତିଦିନ ସକାଳେ ତୁଳସୀ ଚଉରା ମୂଳରେ ଜଳ ଅର୍ପଣ କରିବା ସହ ସନ୍ଧ୍ୟା ସମୟରେ ଦୀପ ଜାଳିଲେ ମାତା ଲକ୍ଷ୍ମୀ ପ୍ରସନ୍ନ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି। ତେଣୁ ଯେଉଁ ବ୍ୟକ୍ତି ଏହିସବୁ କାମ କରିଥାନ୍ତି ତାଙ୍କ ପାଖରେ ଧନର ଅଭାବ କେବେ ବି ଦେଖାଯାଏ ନାହିଁ। ଆଉ ତାଙ୍କ ଜୀବନ ସୁଖମୟ ହୋଇଥାଏ।

* ଘରର ଉତ୍ତର-ପୂର୍ବ କୋଣରେ କୁବେର ଯନ୍ତ୍ର ସ୍ଥାପନା କରିବା ଖୁବ୍‌ ମଙ୍ଗଳକାରୀ ହୋଇଥାଏ। ବାସ୍ତୁଶାସ୍ତ୍ର ମତରେ, ଘରେ କୁବେର ଯନ୍ତ୍ର ରହିଲେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ଘରକୁ ସକାରାତ୍ମକ ଊର୍ଜା ଆସିଥାଏ। ତେବେ ବାସ୍ତୁର ଏହି ନିୟମ ମାନିବା ସହ ଟଙ୍କାପଇସା ଖର୍ଚ୍ଚ ପ୍ରତି ଟିକେ ଯତ୍ନବାନ ହେବା ବି ଜରୁରୀ।

* ଘରର ଦରିଦ୍ରତା ଦୂର କରିବା ପାଇଁ ପ୍ରତିଦିନ ଘରର ଉତ୍ତର-ପୂର୍ବ କୋଣରେ ଗଙ୍ଗାଜଳ ଛିଞ୍ଚତ୍ବା ଶୁଭ ହୋଇଥାଏ। ମାନ୍ୟତା ରହିଛି ଯେ, ଏପରି କଲେ ଘରେ ସକାରାତ୍ମକ ଊର୍ଜା ବଢିବା ସହିତ ଆର୍ଥିକ ସ୍ଥିତି ବି ଦୃଢ ହୁଏ।

* ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଦକ୍ଷିଣ-ପଶ୍ଚିମ ଦିଗରେ ଆଲମାରି ହେଉ ଅବା ଟ୍ରେଜେରି ରଖିଲେ ଧନ-ସମ୍ପତ୍ତି ବଢ଼ିବା ସହ ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ସୁଖୀ ଓ ସମ୍ପନ୍ନ ହୋଇଥାନ୍ତି।

*ଘରର ଉତ୍ତର-ପୂର୍ବ ଦିଗରେ କୌଣସି ଓଜନଦାର୍‌ ଫର୍ନିଚର କିମ୍ବା ଜୋତା, ଚପଲ ର଼୍ୟାକ୍‌ ରଖିବା ଠିକ୍‌ ନୁହେଁ। ଏହାଦ୍ୱାରା ଘରେ ନକାରାତ୍ମକ ଊର୍ଜା ବଢ଼ିଥାଏ


Enter your email to get our daily news in your inbox.

All Right Reserved By Dharitri.Com

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri