ସକାରାତ୍ମକ ମାନସିକତା ପାଇଁ ଆପଣାନ୍ତୁ ଏହି ଟିପ୍ସ

ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖିବା ସହଜ ନୁହେଁ। ତଥାପି ଅନେକେ ଏ କ୍ଷେତ୍ରରେ ସଫଳ ହୋଇଥାଆନ୍ତି। ଏ ନେଇ ଆମକୁ କେତୋଟି ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ଅନ୍ୟପକ୍ଷରେ ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ଯଦି ଜଣେ ବ୍ୟକ୍ତି ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖେ ତେବେ ସେ ନିଜକୁ କେତେକ ରୋଗଠାରୁ ଅନେକାଂଶରେ ଦୂରେଇ ରଖିପାରିବେ। ଏହାର ଏକ ସରଳ ଉପାୟ ସମ୍ପର୍କରେ ମଧ୍ୟ ସୂଚିତ କରାଯାଇଛି। ଏ ସମ୍ପର୍କିତ ବିଷୟକୁ ନେଇ ନିକଟରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ଏକ ଗବେଷଣା କରିଥିଲେ। ଏହାର ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ନିଜର କଥାବାର୍ତ୍ତା ଶୈଳୀ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଥିଲା। କାରଣ ଏହା ଦ୍ବାରା ସେମାନଙ୍କ ମାନସିକତା ସକାରାତ୍ମକ ରହିବା ସହ କାର୍ଯ୍ୟକରିବା ପାଇଁ ସେମାନଙ୍କଠାରେ ଆଗ୍ରହ ପ୍ରକାଶ ପାଇବ ବୋଲି ସେମାନଙ୍କର ହୃଦ୍‌ବୋଧ ହୋଇଥିଲା। ତେଣୁ ଯେଉଁମାନଙ୍କ କଥାବାର୍ତ୍ତା ଶୈଳୀରେ ନମ୍ରତା ଦେଖିବାକୁ ମିଳିଥିଲା ସେମାନଙ୍କର ମାନସିକତା ସକାରାତ୍ମକ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ…

ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri