Odisha Elections 2024

ସନ୍ତୁଳିତ ଡାଇବେଟିସ୍‌ ପାଇଁ ଆପଣାନ୍ତୁ ଏହି ଉପାୟ…

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ଯଦି ଜଟିଳ ଆକାର ଧାରଣ କରେ ଏବଂ ରକ୍ତରେ ସୁଗାର ପରିମାଣ ଅଧିକାଂଶ ସମୟ ଅସନ୍ତୁଳିତ ରହେ, ତେବେ ଏହାର ପ୍ରଭାବ ହାର୍ଟ, କିଡ୍‌ନୀ ଏପରି କି ଦୃଷ୍ଟିଶକ୍ତି ଉପରେ ପଡ଼ିଥାଏ। ଏଭଳି ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବା ପରେ ତାହାର ଉପଯୁକ୍ତ ଚିକିତ୍ସା ସହ କେତୋଟି ଦିଗ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପଡ଼ିଥାଏ। ବିଶେଷଭାବରେ ଜଣେ ବ୍ୟକ୍ତିର ଜୀବନଶୈଳୀର ଡାଇବେଟିସ୍‌ ସହ ସଂଯୋଗ ରହିଛି। ଯଦି ଏହା ଅସନ୍ତୁଳିତ ରହେ ତେବେ ଏଭଳି ସ୍ବାସ୍ଥ୍ୟ ସମସ୍ୟା ଦେଖାଯିବାର ଯଥେଷ୍ଟ ଆଶଙ୍କା ରହିଛି। ତେଣୁ ଏଥିପ୍ରତି ସତର୍କ ରହିବା ସହ ଖାଦ୍ୟପେୟ ପ୍ରତି ନଜର ଦେବା ମଧ୍ୟ ଜରୁରୀ। ତେଣୁ ସବୁବେଳେ ଏକ ରୁଟିନ୍‌ ଲାଇଫ୍‌ ଅନୁସରଣ କରନ୍ତୁ। ଯେତେ ବ୍ୟସ୍ତ ରହିଲେ ମଧ୍ୟ ପ୍ରତିଦିନ କିଛି ସମୟ ବ୍ୟାୟାମ କରନ୍ତୁ। ଟେନ୍‌ସନ୍‌ ଏବଂ ଅବସାଦଠାରୁ ନିଜକୁ ଦୂରେଇ ରଖନ୍ତୁ। ଡାଇବେଟିସ୍‌ ସମସ୍ୟା ଥିଲେ ନିୟମିତ ଔଷଧ ଖାଇବା ସହ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବାସ୍ତୁ ଅନୁଯାୟୀ ଘରର କେଉଁ ରୁମ୍‌ରେ କି ରଙ୍ଗ ଦେଲେ ଶୁଭ? ବଢ଼ିବ ସୁଖଶାନ୍ତି, ଦୂର ହେବ…

ଘରକୁ ଆକର୍ଷଣୀୟ କରିବା ପାଇଁ ଏହାର ପ୍ରତି ରୁମ୍‌ ତଥା କାନ୍ଥ ଓ ଛାତରେ ଆମେ ବିଭିନ୍ନ ପ୍ରକାରର ରଙ୍ଗ ଦେଇଥାଉ। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ,...

ଚାଣକ୍ୟ କହିଥିବା ଏହି ୫ କଥା ମନେ ରଖନ୍ତୁ, ଜୀବନରେ କେବେ ହେବେ ନାହିଁ ଦରିଦ୍ର, ରହିବ ମା’ ଲକ୍ଷ୍ମୀଙ୍କ କୃପା…

ମନୁଷ୍ୟ ଜୀବନରେ ଧନର ବିଶେଷ ମହତ୍ୱ ରହିଛି। କାରଣ ଏହାଦ୍ୱାରା ସମସ୍ତେ ନିଜର ଇଚ୍ଛା ଏବଂ ଆବଶ୍ୟକତାକୁ ପୂରଣ କରିଥାନ୍ତି। ଏହାକୁ ନେଇ ମହାନ ବିଦ୍ୱାନ...

କେମିତି କମାଇବେ ଘର ଖର୍ଚ୍ଚ: ଆପଣାନ୍ତୁ ଏହି ଟିପ୍ସ

ବେଳେବେଳେ ସ୍ବାମୀଙ୍କର ଖର୍ଚ୍ଚୀ ସ୍ବଭାବ ଘରର ଆର୍ଥିକ ସ୍ଥିତିକୁ ବିଗାଡ଼ି ଦେଇଥାଏ। ଏଥିପାଇଁ ଅନେକ ସମୟରେ ସୁରୁଖୁରୁରେ ଘର ଚଳାଇବା ସମସ୍ୟା ହୋଇପଡେ ଗୃହିଣୀଙ୍କ ପାଇଁ।...

ଯନ୍ତ୍ରଣାର ଉତ୍ସ ଭାରିକୋଜ୍‌ ଭେନ୍‌

ଯନ୍ତ୍ରଣା ଭରା ଅବସ୍ଥାରେ ଭାରିକୋଜ୍‌ ଭେନ୍‌କୁ ଠାବ କରାଯାଇଥାଏ। ଏହି ଭେନ୍‌ ପ୍ରାୟତଃ ସମସ୍ତଙ୍କ ପାଖେ ଦେଖାଯାଇ ନ ଥାଏ। ଏପରି ଭେନ୍‌ ସାଧାରଣ ଭେନ୍‌...

ବିଲୁପ୍ତି ପଥେ କାଳବୈଶାଖୀ

ଖରାଦିନର ଏକ ଉତ୍ତପ୍ତ ଅପରାହ୍ନ। ଧୁ ଧୁ ମୁଣ୍ଡଫଟା ଖରା, ପ୍ରବଳ ଗରମ, ଗୁଳୁଗୁଳି ଓ ଝାଞ୍ଜି ପବନରେ ଅତିଷ୍ଠ ସାଧାରଣ ଜନଜୀବନ। ପିଲାମାନେ ଯାଇଥାନ୍ତି...

ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍‌ ନୁହେଁ, ଜାଣନ୍ତୁ…

ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ।...

କେଉଁ ଦିଗକୁ ମୁହଁ କରି ଭୋଜନ କରିବା ଶୁଭ? ଜାଣନ୍ତୁ ମିଳିବ କି ଫଳ…

ହିନ୍ଦୁ ଧର୍ମରେ ପ୍ରତ୍ୟେକ କଥା ପାଇଁ କିଛି ନା କିଛି ନିୟମ ରହିଛି। ଏପରିକି ଭୋଜନ କରିବା ସମୟରେ ମଧ୍ୟ ଆମକୁ କିଛିଟା ନିୟମ ମାନିବାକୁ...

କାରରେ ବସିଲେ ହେଉଛି କ୍ୟାନସର? ଖରାରେ ଥିବା କାର ବିପଜ୍ଜନକ!

ଏହି ଗ୍ରୀଷ୍ମ ଋତୁରେ ଆପଣ କାରରେ ବସି ଏସି ଟର୍ନ କରିବା ମାତ୍ରେ ଆପଣଙ୍କ ନାକକୁ ଏକ ଅଦ୍ଭୁତ ଗନ୍ଧ ଆସେ। ଆପଣ ଜାଣନ୍ତି କି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri