ଦିଲ୍ଲୀରେ ବିସ୍ଫୋରଣ ପରେ ଆସିଲା ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଓଡ଼ିଶାରେ…

ଭୁବନେଶ୍ୱର,୧୧।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ରାଜଧାନୀବାସୀଙ୍କୁ ଥରାଇ ଦେଇଛି। ଦିଲ୍ଲୀ ପୋଲିସ ଘଟଣାର ତଦନ୍ତକୁ ଜୋରଦାର କରିଥିବା ବେଳେ ମଙ୍ଗଳବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏଭଳିସ୍ଥିତିରେ ଓଡ଼ିଶାରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି। ପୋଲିସ ବିଭାଗ ସହ ଆଲୋଚନା କରି ସବୁ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରିକି ରାଜ୍ୟର ସମସ୍ତ ରେଲୱେ ଷ୍ଟେଶନ, ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି।

ସମସ୍ତ ପର୍ଯ୍ୟଟନସ୍ଥଳୀ ନିକଟରେ ସୁରକ୍ଷାକୁ କଡାକଡି କରାଯାଇଥିବା ବେଳେ ସ୍ଥାନୀୟ ଜିଲା ପ୍ରଶାସନକୁ ଚେକିଂ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ଉପରେ ବିପଦ ନାହିଁ। ସରକାର ସମସ୍ତ ବିପଦର ମୁକାବିଲା ପାଇଁ ପ୍ରସ୍ତୁତ ଥିବା ଆଇନ ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri