Posted inଫୁରସତ

ଏହି ଦେଶରେ ସାପ ମାଂସକୁ ପୁଷ୍ଟିକର ଖାଦ୍ୟ ଭାବେ ଖିଆଯାଏ, ଦୂର ହୋଇଥାଏ ଅନେକ ରୋଗ

ବିଶ୍ୱର ବିଭିନ୍ନ ସ୍ଥାନରେ ଲୋକଙ୍କ ଖାଦ୍ୟପେୟ ଭିନ୍ନ ଭିନ୍ନ। କେତେକ ସ୍ଥାନରେ ଏପରି ଅଜବ ଖାଦ୍ୟ ପ୍ରସ୍ତୁତ କରାଯାଏ, ଯାହା ବିଷୟରେ ଜାଣି ଆଶ୍ଚର୍ଯ୍ୟ ହେବେ। ଏମିତି ଏକ ଦେଶ ହେଉଛି ଭିଏତନାମା। ଏହି ଦେଶର ଲୋକମାନେ ସାପକୁ ସ୍ବାଦିଷ୍ଟ ଏବଂ ପୁଷ୍ଟିକର ଖାଦ୍ୟ ଭାବରେ ବିବେଚନା କରିଥାନ୍ତି। ଭିଏତନାମାରେ ସାପ ଖାଇବା ପରମ୍ପରା ବହୁ ପୂର୍ବରୁ ଆରମ୍ଭ ହୋଇଥିଲା। ଏଠାରେ ଉତ୍ତର ଭାଗ ଜଙ୍ଗଲରୁ ଧରାଯାଇଥିବା ସାପ ମାଂସ ମଣିଷ ଶରୀରର ଉଚ୍ଚ ତାପମାତ୍ରା ହ୍ରାସ କରିବା, ମୁଣ୍ଡବିନ୍ଧା ଏବଂ ପେଟ ଜନିତ ସମସ୍ୟାରୁ ମୁକ୍ତି ପାଇଁ ବ୍ୟବହୃତ ହୁଏ। ଏତଦ୍‌ବ୍ୟତୀତ ସାପରୁ ପ୍ରସ୍ତୁତ ଏକ ଖାଦ୍ୟ ବର୍ତ୍ତମାନ ଭିଏତନାମାର ରେଷ୍ଟୁରାଣ୍ଟରେ ଉପଲବ୍ଧ। ଏହି ରେଷ୍ଟୁରାଣ୍ଟରେ କାମ କରୁଥିବା ରୋଷେୟା କହିଛନ୍ତି, ସାପକୁ ଲେମର ଗ୍ରାସ ସହିତ ଫୁଟାଇ କିମ୍ବା ଭାଜି ଖାଇବାକୁ ଲୋକେ ପସନ୍ଦ କରିଥାନ୍ତି। ଖାଲି ଏତିକି ନୁହେଁ, ସାପରକ୍ତକୁ ମଦରେ ମିଶାଯାଇ ଭାତ ସହିତ ରେଷ୍ଟୁରାଣ୍ଟରେ ପରଷା ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri