ପାକିସ୍ତାନରେ ଉତ୍କଟ ଖାଦ୍ୟ ସଙ୍କଟ

ଇସ୍‌ଲାମାବାଦ,୧୬।୧: ପାକିସ୍ତାନରେ ଖାଦ୍ୟ ସଙ୍କଟ ଉତ୍କଟ ରୂପ ଧାରଣ କରିଛି। ଅଟା ପାଇଁ ଲୋକେ ଟ୍ରକ୍‌ ପଛରେ ଧାଉଁଥିବା ଓ କେତେଜଣ ବାଇକ୍‌ରେ ପିଛା କରୁଥିବାର ବିକଳ ଚିତ୍ର ଦେଖିବାକୁ ମିଳିଛି। ଏହି ଭିଡିଓକୁ ନ୍ୟାଶନାଲ ଇକ୍ୟୁଆଲିଟି ପାର୍ଟି ଜମ୍ମୁ-କଶ୍ମୀର ଗିଲ୍‌ଗିଟ୍‌ ବାଲ୍ଟିସ୍ତାନ ଆଣ୍ଡ ଲଦାଖ (ଜେକେଜିବିଏଲ୍‌)ର ସଭାପତି ସାଜ୍ଜଦ ରାଜା କହିଛନ୍ତି, ଏହା କୌଣସି ମୋଟରସାଇକେଲ୍‌ ରାଲି ନୁହେଁ। ପ୍ୟାକେଟ ଅଟା କିଣିବା ଆଶାରେ ପାକିସ୍ତାନୀମାନେ ଅଟା ବୋଝେଇ ଟ୍ରକ୍‌ ପଛରେ ଧାଇଁଛନ୍ତି।

ଜଣେ ଲୋକ ଟଙ୍କା ଦେଖାଇ ପ୍ୟାକେଟ ଅଟା ମାଗୁଛନ୍ତି। ଏହି ଭିଡିଓ ପାକିସ୍ତାନରେ ଦେଖାଦେଇଥିବା ସଙ୍କଟର ଏକ ଝଲକ ବୋଲି ସାଜ୍ଜଦ କହିଛନ୍ତି। ଆର୍ଥିକ ସଙ୍କଟ ସାଙ୍ଗକୁ ରିହାତି ଗହମ ଅଭାବ ଦେଶରେ ଖାଦ୍ୟ ସମସ୍ୟା ସୃଷ୍ଟି କରିଛି। ସେଠାରେ ୧୫ କିଲୋଗ୍ରାମ ଅଟା ପ୍ୟାକେଟ ୨,୦୫୦ ଟଙ୍କାରେ ବିକ୍ରି ହେଉଛି। ସରକାର ଲୋକଙ୍କୁ ମୌଳିକ ଆବଶ୍ୟକତା ଯୋଗାଇଦେବାରେ ବିଫଳ ହୋଇଛନ୍ତି, ଯେଉଁଥିପାଇଁ ଲୋକେ ପ୍ଲାଷ୍ଟିକ୍‌ ଥଳିରେ ଏଲ୍‌ପିଜି ଭର୍ତ୍ତି କରି ରଖୁଛନ୍ତି। ପାକିସ୍ତାନରେ ମୁଦ୍ରାସ୍ଫୀତି ଡିସେମ୍ବରରେ ୨୪.୫ ପ୍ରତିଶତରେ ପହଞ୍ଚତ୍ଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଆମଦାନୀ କରିବା ପାଇଁ ବିଦେଶୀ ମୁଦ୍ରା ଭଣ୍ଡାରରେ ଆବଶ୍ୟକ ଅର୍ଥ ନାହିଁ। ଅଧିକ ସହାୟତା ଯୋଗାଇବାକୁ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି ମନା କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିତର୍କରେ ଭାଗ ନିଅନ୍ତୁ ପରାଗ

ଓ୍ବାଶିଂଟନ୍‌, ୮ା୮: ଟେସ୍‌ଲା ମାଲିକ ଏଲନ୍‌ ମସ୍କ ୪୪ ବିଲିୟନ ଡଲାର ଟୁଇଟର ଚୁକ୍ତିରୁ ଓହରିବା ପରେ ଏହି ସୋସିଆଲ ମିଡିଆ ଜାଏଣ୍ଟର ସିଇଓ ପରାଗ...

ପ୍ରେମରେ ପଡ଼ିଲେ ବଢେ ଶରୀରର ଓଜନ

ଅଷ୍ଟ୍ରେଲିଆର ସେଣ୍ଟ୍ରାଲ୍‌ କୁଇନ୍ସ ଲ୍ୟାଣ୍ଡ ୟୁନିଭର୍ସିଟିରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି ପ୍ରେମରେ ପଡିବା ପରେ ଉଭୟେ ଝିଅ ଓ ପୁଅଙ୍କ ଶରୀରର ଓଜନ ବୃଦ୍ଧି...

୨ଫୁଟ ବରକୁ ୬ ଫୁଟ କନ୍ୟା

ଇସଲାମାବାଦ,୨୨।୧୧: ପାକିସ୍ତାନ ବାସିନ୍ଦା ବୁରହାନ ଚିସ୍ତିଙ୍କ ଉଚ୍ଚତା ୨ ଫୁଟ୍‌। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତାହା ପୁଣି...

ଆମେରିକାକୁ ଉଜାଡିଦେଲା ବାତ୍ୟା

ମେଫିଲ୍ଡ, ୧୨।୧୨: ଆମେରିକାର ମଧ୍ୟପଶ୍ଚିମ ଓ ଦକ୍ଷିଣ ଭାଗରେ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପ୍ରଳୟଙ୍କରୀ ବାତ୍ୟାରେ ଆମେରିକାର ୫ଟି ରାଜ୍ୟରେ ବ୍ୟାପକ କ୍ଷତି ହୋଇଛି।...

୨ ସପ୍ତାହରେ ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ଚରମ ସୀମା ଛୁଇଁବ: ଟ୍ରମ୍ପ୍‌

ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ଲୋକଙ୍କ ମୃତ୍ୟୁ ଘଟି ଚାଲିଛି। ଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ବହୁ...

ଭାରତ ସହିତ ସମ୍ପର୍କକୁ ଆହୁରି ସୁଦୃଢ଼ କରିବାକୁ ଚାହୁଁଛି ଆମେରିକା

ଓ୍ବାଶିଂଟନ,୧୨ା୧୧: ୟୁକ୍ରେନ ଯୁଦ୍ଧ ଏବଂ ତାଇଓ୍ବାନକୁ ନେଇ ରୁଷିଆ-ଚାଇନା ସହିତ ମୁହାଁମୁହିଁ ହେବା ପରେ ଆମେରିକା ଭାରତ ସହ ସମ୍ପର୍କକୁ ଆହୁରି ମଜବୁତ କରିବାକୁ ଚାହୁଁଛି।...

ଛିଡିଛି ଦାସତ୍ୱର ଶୃଙ୍ଖଳ ତାଲିବାନକୁ ମିଳିଛି ପାକିସ୍ତାନ, ଚାଇନା, ଇରାନର ସମର୍ଥନ: ଇମ୍ରାନ

ଇସଲାମାବାଦ,୧୬ ।୮: ଆଫଗାନିସ୍ତାନରେ ନିର୍ବାଚିତ ସରକାରଙ୍କୁ ଅଡୁଆରେ ପକାଇ କ୍ଷମତାର ଶକ୍ତି ହାସଲ କରିବାକୁ ଯାଉଥିବା ତାଲିବାନକୁ ପାକିସ୍ତାନ, ଚାଇନା ଓ ଇରାନର ସମର୍ଥନ ମିଳିଛି...

ପେଶାୱର ବୋମା ବିସ୍ଫୋରଣ: ପୋଲିସ ପୋଷାକରେ ଆସିଥିଲେ ଆକ୍ରମଣକାରୀ

ଇସଲାମାବାଦ,୨ ।୨ : ପାକିସ୍ତାନର ପେଶାୱରରେ ହୋଇଥିବା ଆତ୍ମଘାତି ବିସ୍ଫୋରଣରେ ଆକ୍ରମଣକାରୀ ପୋଲିସ ପୋଷାକରେ ମସଦିଜ ଭିତରକୁ ଯାଇଥିଲେ । ନମାଜ ସମୟରେ ଆକ୍ରମଣକାରୀ ନିଜକୁ...

Advertisement
Archives

Model This Week