ଆୟୁର୍ବେଦୀୟ ଖାଦ୍ୟଦ୍ରବ୍ୟକୁ ନେଇ ଖାଦ୍ୟମେଳା, ଉପକାରିତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇଲେ ଛାତ୍ରୀଛାତ୍ର

ବଲାଙ୍ଗୀର, ୨୩/୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଦଶମ ଆୟୁର୍ବେଦ ଦିବସ ବୁଧବାର ପାଳିତ ହୋଇଯାଇଛି । କେନ୍ଦ୍ର ଆୟୁଷ ମନ୍ତ୍ରାଳୟ ଓ ରାଜ୍ୟ ଆୟୁଷ ଆୟୁଷ ନିର୍ଦେଶାଳୟ ସହ ଯୋଗରେ ମହାବିଦ୍ୟାଳୟ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ. ମନୋଜ କୁମାର ସାହୁ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଦ୍ୱାରା ଜନସାଧାରଣଙ୍କ ପାଇଁ ଆୟୁର୍ବେଦୀୟ ଖାଦ୍ୟଦ୍ରବ୍ୟକୁ ନେଇ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ପରିସରରେ ଖାଦ୍ୟମେଳା ଅନୁଷ୍ଠିତ ହୋଇଥିଲା। ଏହାର ପ୍ରସ୍ତୁତି ତଥା ଉପକାରିତା ସମ୍ପର୍କରେ ଜନସାଧାରଣଙ୍କୁ ଡାକ୍ତରୀ ଛାତ୍ରୀଛାତ୍ରମାନେ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଡାକ୍ତର, କର୍ମଚାରୀ, ଛାତ୍ରୀଛାତ୍ର ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା

ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ…

ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍‌

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍‌ ପଡ଼ି…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri