Posted inଜାତୀୟ

ମହଙ୍ଗା ହେବ ଏମ୍‌ପିଙ୍କ ଖାଦ୍ୟ

ନୂଆଦିଲ୍ଲୀ,୨୦ା୧: ପାର୍ଲାମେଣ୍ଟ କ୍ୟାଣ୍ଟିନ୍‌ରେ ଆଉ ସବ୍‌ସିଡି ଖାଦ୍ୟ ମିଳିବ ନାହିଁ। ଜାନୁୟାରୀ ୨୯ରେ ଆରମ୍ଭ ହେବାକୁ ଥିବା ଅଧିବେଶନରୁ ଏହାକୁ ବନ୍ଦ କରାଯିବ। କ୍ୟାଣ୍ଟିନକୁ ନର୍ଦ୍ଦର୍ନ ରେଲଓ୍ବେଜ୍‌ ପରିବର୍ତ୍ତେ ଇଣ୍ଡିଆ ଭାରତ ପର୍ଯ୍ୟଟନ ବିକାଶ ନିଗମ (ଆଇଟିଡିସି) ପରିଚାଳନା କରିବ ବୋଲି ମଙ୍ଗଳବାର ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ସୂଚନା ଦେଇଛନ୍ତି।
କହିଛନ୍ତି, ପାର୍ଲାମେଣ୍ଟ କ୍ୟାଣ୍ଟିନ୍‌ଗୁଡ଼ିକରେ ଏମ୍‌ପି ଓ ଅନ୍ୟମାନଙ୍କୁ ଖାଦ୍ୟରେ ମିଳୁଥିବା ରିହାତିକୁ ବନ୍ଦ କରିଦିଆଯାଇଥିବାରୁ ଏଣିକି ତାହା ମହଙ୍ଗା ହେବ। ଏହାଦ୍ୱାରା ଲୋକ ସଭା ସେକ୍ରେଟାରିଏଟ୍‌ର ବର୍ଷକୁ ୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବଞ୍ଚତ୍ୟିବ ବୋଲି ସୂତ୍ରରୁ ଜଣାପଡ଼ିଛି।
ବଜେଟ ଅଧିବେଶନ ପୂର୍ବରୁ ସମସ୍ତ ଏମ୍‌ପିମାନଙ୍କ ବାସଭବନ ନିକଟରେ ଆର୍‌ଟିପିସିଆର୍‌ ଟେଷ୍ଟ ପାଇଁ ବ୍ୟବସ୍ଥା କରାଯାଇଛି। ଆସନ୍ତା ୨୭-୨୮ରେ ପାର୍ଲାମେଣ୍ଟ ପରିସରରେ ମଧ୍ୟ ଏହି ପରୀକ୍ଷା କରାଯିବ। ରାଜ୍ୟ ସଭା ପୂର୍ବାହ୍ନ ୯ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଚାଲିବ। ସେହିପରି ଲୋକ ସଭା ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ଚାଲିବ। ଅଧିବେଶନରେ ପୂର୍ବ ନିର୍ଦ୍ଧାରିତ ୧ ଘଣ୍ଟା ପାଇଁ ପ୍ରଶ୍ନକାଳ ଚାଲିବ ବୋଲି ବିର୍ଲା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri