ଖରାଦିନେ ଅଧିକ ଦେଖାଦିଏ ଫୁଡ୍‌ ପଏଜନିଂ ଆଶଙ୍କା : ଜାଣନ୍ତୁ କିଭଳି ପାଇବେ ମୁକ୍ତି

ଖରାଦିନେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ସେଥିମଧ୍ୟରୁ ଶରୀରରୁ ଜଳୀୟଅଂଶ ପରିମାଣ କମ୍‌ ହେବା, ଭାଇରାଲ ଫିଭର୍‌, ଷ୍ଟ୍ରୋକ, ଫୁଡ ପଏଜନିଂ ଆଦି ଅନ୍ୟତମ। ଏହି ସବୁ ସମସ୍ୟାରୁ ମୁକ୍ତି ପାଇବାକୁ ଚାହୁଁଥିଲେ ସାବଧାନତା ଅବଲମ୍ବନ କରନ୍ତୁ। ଗରମରେ ଖାଦ୍ୟ ଅପେକ୍ଷା ପାଣିର ଆବଶ୍ୟକତା ଅଧିକ ଥାଏ। ଏହାସହ ପୃଷ୍ଟିକର ଖାଦ୍ୟ ଖାଇବା ଉଚିତ। ନଚେତ ଫୁଡ୍‌ ପଏଜନିଂ ହେବାର ଆଶଙ୍କା ଦେଖାଯାଇଥାଏ।
ତେବେ ଖାଇବାର କିଛି ଘଣ୍ଟା ପରେ ଯଦି ବାନ୍ତି ହେବା ସହ ପେଟ ଦରଜ ହୋଇଥାଏ ତେବେ ଏହା ଫୁଡ୍‌ ପଏଜନିଂର କାରଣ ହୋଇପାରେ। ଏହାର ମୁଖ୍ୟ କାରଣ ବ୍ୟାକ୍ଟେରିଆ।

ଏହାର ଲକ୍ଷଣ
-ଖାଇବା ପରେ କିଛି ଦିନ ପର୍ଯ୍ୟନ୍ତ ଡକାର ଦେବା
-ପେଟଦରଜ, ଜର ବାନ୍ତି ଭଳି ସମସ୍ୟା
-ଥକା ଲାଗିବା

ଏଥିରୁ ମୁକ୍ତି ପାଇବାର ଉପାୟ
-କୌଣସି ଲକ୍ଷଣ ଦେଖାଯିବା ମାତ୍ରେ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ…
-ପେଟ ଦରଜ ହେବା ମାତ୍ରେ ପଇଡ଼, ଲେମ୍ବୁ ପାଣି ପିଅନ୍ତୁ…


Enter your email to get our daily news in your inbox.

All Right Reserved By Dharitri.Com

ଏହି ବ୍ରହ୍ମାସ୍ତ୍ର ଆଗରେ ହାର ମାନିବ କରୋନା…

ଜେନେଭା/ନୂଆଦିଲ୍ଲୀ,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି...

ମାନସିକ ଚିନ୍ତାରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…

ପ୍ରାତଃ ଭ୍ରମଣ ଦ୍ୱାରା ଅସ୍ଥି ଶକ୍ତିଶାଳୀ ହୋଇଥାଏ। ଚାଲିବା ଦ୍ୱାରା କେବଳ ଶାରିରୀକ ନୁହେଁ ବରଂ ମାନସିକ କ୍ଷମତା ମଧ୍ୟ ବୃଦ୍ଧି ହୁଏ। ଏହା ଦ୍ୱାରା...

ଏହି ୧୦ ଖାଦ୍ୟରେ ରହିଛି ଅମ୍ଳଜାନସ୍ତର ବଢ଼ାଇବାର କ୍ଷମତା: କରୋନା କାଳରେ ପ୍ରତ୍ୟହ କରନ୍ତୁ ସେବନ

ପ୍ରଦୂଷଣକୁ ନେଇ ବାୟୁମଣ୍ଡଳରେ ଅମ୍ଳଜାନସ୍ତର ଧିରେ ଧିରେ କମିବାରେ ଲାଗିଛି। ଏଭଳି ସମୟରେ କରୋନା ଭୂତାଣୁର ଦ୍ୱିତୀୟ ଲହର ମୁଣ୍ଡବିନ୍ଧାର କାରଣ ପାଲଟିଛି। ଦେଶରେ ଦ୍ରୁତ...

ଠିକ୍‌ ଭାବେ କରନ୍ତୁ ଶିଶୁର ଦେଖାଶୁଣା

ଶିଶୁମାନଙ୍କର ଠିକ୍‌ ଭାବେ ଯତ୍ନ ନ ନେଲେ ସେମାନଙ୍କର ବହୁ ପ୍ରକାରର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇଥାଏ। ଯଦି ପ୍ରଥମକରି ମାଆ ହୋଇଥାନ୍ତି ତେବେ ପିଲାମାନଙ୍କର...

ମା’ଙ୍କ ପ୍ରିୟ ଜୁଏଲେରି

ମା’ ପାଇଁ ତା’ ପିଲା ହେଉଛି ସବୁଠୁ ମୂଲ୍ୟବାନ ଗହଣା। ତା’ର କୁନି କୁନି ହାତ ଓ ପାଦର କୋମଳ ସ୍ପର୍ଶ ତାକୁ ଅପୂର୍ବ ଆନନ୍ଦ...

ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା...

ବିଜ୍ଞାନରେ ବ୍ରେକ୍‌ଥ୍ରୁ ପୁରସ୍କାର

‘ପଦାର୍ଥ ବିଜ୍ଞାନ ପାଇଁ ମିଳିତଭାବେ ୩୪୭ ଜଣ ବୈଜ୍ଞାନିକଙ୍କୁ ଏହି ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି । ସେମାନେ ପ୍ରଥମ ଥର ପାଇଁ ଗୋଟିଏ...

ଘରେ ବର୍ଷାଦିନିଆ ପେଡିକିଓର୍‌

ବର୍ଷାଦିନେ ମାଟି କାଦୁଅ, ଅପରିଷ୍କାର ପାଣିରେ ପାଦ ଭିଜିବା ଯୋଗୁ ଜୀବାଣୁ ସଂକ୍ରମଣର ଆଶଙ୍କା ବେଶି। ତା’ ଛଡ଼ା ଓଦା ଚପଲ, ଜୋତା ଆଦି ଅଧିକ...

Advertisement
Archives

Model This Week