ଫୁଡ୍‌ ଷ୍ଟାର୍ଟଅପ୍‌ ‘ଫ୍ୟାଟ୍‌ ଟାଇଗର’ ଉଦ୍‌ଘାଟିତ

ଭୁବନେଶ୍ୱର,୭ା୧: ମଲ୍‌ଟି ବ୍ରାଣ୍ଡ୍‌ ଫୁଡ୍‌ ଷ୍ଟାର୍ଟଅପ୍‌ ୟୁନିଟ୍‌ ‘ଫ୍ୟାଟ୍‌ ଟାଇଗର’ର ପ୍ରଥମ ଆଉଟଲେଟ୍‌ ସ୍ଥାନୀୟ ପଟିଆ ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଉଟଲେଟ୍‌ ନିର୍ଦ୍ଦେଶିକା ନେହା ଗୁପ୍ତା ପାରୁଲ ଅଗ୍ରୱାଲ ଏବଂ ଅନ୍ୟ ଅତିଥିମାନଙ୍କ ଉପସ୍ଥିତିରେ ଏହାର ଉଦ୍‌ଘାଟନ କରିଥିଲେ। ବିଶେଷକରି ଫ୍ୟାଟ୍‌ ଟାଇଗର’ ବଲିଉଡ୍‌ ନାୟିକା ପରିଣିତି ଚୋପ୍ରାଙ୍କ ପ୍ରିୟ ଖାଦ୍ୟ ବ୍ରାଣ୍ଡ୍‌ ହୋଇଥିବାରୁ ଯୁବଗୋଷ୍ଠୀଙ୍କ ମଧ୍ୟରେ ଏହାର ଚାହିଦା ଅଧିକ ରହିଛି। ଏଠାରେ ଉଭୟ ଗରମ ଏବଂ ଥଣ୍ଡା ଚା’ ଓ କଫିର ଏକ ସମ୍ଭାର ସହ ମିଲ୍କ ସେକ୍‌ ମୋଜିଟୋ ସହ ବର୍ଗର, ମୋମୋ, ସାଣ୍ଡଉଇଚ୍‌, ପିଜା ଭଳି କେତେକ ଚାହିଦାଜନକ ଫାଷ୍ଟଫୁଡ୍‌ ଖାଦ୍ୟ ସୁଲଭ ମୂଲ୍ୟରେ ଗ୍ରାହକମାନଙ୍କୁ ଯୋଗାଇ ଦିଆଯିବ ବୋଲି ଆଉଟଲେଟ୍‌ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଆଉଟଲେଟ୍‌ର ଡାଇରେକ୍ଟର ନେହା ଗୁପ୍ତା କହିଛନ୍ତି, ସବୁ ବର୍ଗର ଖାଦ୍ୟପ୍ରିୟ ଲୋକମାନଙ୍କୁ ସବୁଠାରୁ ସୁସ୍ବାଦୁ, ସ୍ଥାୟୀ ଏବଂ ଉନ୍ନତମାନର ଖାଦ୍ୟ ସୁଲଭ ମୂଲ୍ୟରେ ଯୋଗଇବା ସହ ଗୁଣାତ୍ମକ ଖାଦ୍ୟ ଓ ଉତ୍ତମ ପରିବେଶ ପ୍ରଦାନକୁ ଏଠାରେ ବେଶ୍‌ ଗୁରୁତ୍ୱ ଦିଆଯାଉଛି। ଏହା ଯୁବବର୍ଗଙ୍କ ମଧ୍ୟରେ ‘ଫ୍ୟାଟ୍‌ ଟାଇଗର’ ଫୁଡ୍‌ ବ୍ରାଣ୍ଡ୍‌ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ବେଶ୍‌ ଆଦୃତ ହୋଇପାରିବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri