EKYC ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: ବନ୍ଦ ହେବ…

ଭୁବନେଶ୍ୱର,୨୯।୯: EKYC ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ରବିବାର ବଡ଼ ସୂଚନା ଦେଇଛନ୍ତି।
ମନ୍ତ୍ରୀ ପାତ୍ର କହିଛନ୍ତି, ଶେଷ ଲୋକର EKYC ନ ହେବା ଯାଏଁ ଏହା ବନ୍ଦ ହେବ ନାହିଁ। ପାଖାପାଖି ସାଢ଼େ ୩ କୋଟି ଲୋକଙ୍କ EKYC ହେବ। ୨ କୋଟି ଲୋକଙ୍କ EKYC ସରିଛି। ଆଉ ଦେଢ଼ କୋଟି ଲୋକଙ୍କ ହେବ। ଏଥିପାଇଁ ମାସେ, ଦେଢ଼ମାସ ସମୟ ଲାଗିପାରେ ବୋଲି ମନ୍ତ୍ରୀ କହିଛନ୍ତି। -EKYC ହୋଇସାରିଲା ପରେ କେତେ ଫଲ୍ସ କାର୍ଡ ଥିଲା ଜଣାପଡ଼ିବ ବୋଲି କହିଛନ୍ତି। ନିଶ୍ଚିତ ଆମେ ସେମାନଙ୍କୁ କାଟିବୁ, ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଦେବୁ ଦୃଢ଼କ୍ତି ପ୍ରକାଶ କରିଛନ୍ତି।

 

ପୂବର୍ବରୁ ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ ବୋଲି କୁହାଯାଉଥିଲା । ବିଧାନସଭା ଅଧିବବେଶନ ଚାଲିଥିବା ବେଳେ ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏଭଳି ସୂଚନା ଦେଇଥିଲେ। E-KYC ଯାଞ୍ଚ ଚାଲିଛି, ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି। ଏସରକାର KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ  ଯୋଗ୍ୟ ହିତାଧତକାରୀ ଏହି ସୁବିଧା ପାଇବେ।

ପୂର୍ବରୁ ରାଜ୍ୟରେ ୧୬ ଲକ୍ଷ ୨୭ ହଜାର ୯୩୨ ଭୂତ ରାଶନ କାର୍ଡଧାରୀ ଚିହ୍ନଟ ହୋଇଥିଲେ। ବିଧାୟକ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ଦେଇ ଏହି ସୂଚନା ଦେଇଥିଲେ। ୬ ଲକ୍ଷ ୧୯ ହଜାର ୮୩୬ ରାଶନ କାର୍ଡ ପାଇଁ ଆବେଦନ କରିଛନ୍ତି। କୌଣସି କାରଣରୁ ରାଶନ କାର୍ଡ କଟିଥିଲେ ପୁଣି ଆବେଦନ କରିପାରିବେ। ସରକାର KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ କଟିଯିବ ବୋଲି ମନ୍ତ୍ରୀ କହିଛନ୍ତି।

କେନ୍ଦ୍ର ସରକାରଙ୍କ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟ ପାଇଁ ୩.୨୫ କୋଟି ଲୋକଙ୍କୁ ସାମିଲ କରାଯାଇଛି। କେନ୍ଦ୍ର ସରକାର ଏହାର କୋଟା ବଢ଼ାଉନାହାନ୍ତି। ଅନ୍ୟପକ୍ଷରେ ବିଜେଡି ସରକାର ଅମଳରେ କାର୍ଯ୍ୟକାରୀ ହେଉଥିବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରାଯାଇଛି। ତେବେ


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri