ଆରମ୍ଭ ହେଲା ଫୁଟବଲ ଟୁର୍ନାମେଣ୍ଟ: ଜାଣନ୍ତୁ ଯୋଗ ଦେଇଛନ୍ତି ଏହି ସବୁ ବଡ଼ ଦଳ…

ପାଟଣା,୨୮।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତ ଗୋଡିପଖରୀ ଗ୍ରାମର ଜୀବନଦୀପ କ୍ଲବ ଆନୁକୁଲ୍ୟରେ ରବିବାର ପ୍ରଥମ ବାର୍ଷିକ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି।

ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାୟକ, ସମ୍ମାନୀତ ଅତିଥି ଭାବେ ସାମାଜିକ କର୍ମୀ ଦୀପକ ମଣ୍ଡଳ, ଜ୍ୟୋତି ରଞ୍ଜନ ସାହୁ, ମର୍ଚ୍ଚାଣ୍ଟ ନେଭି ବସନ୍ତ ନାୟକ ପ୍ରମୁଖ ଉପସ୍ଥିତ ରହି ଖେଳର ଶୁଭାରମ୍ଭ କରିଥିଲେ।

ଟୁର୍ନାମେଣ୍ଟ ଦୁଇଦିନ ଧରି ଚାଲିବାକୁ ଥିବାବେଳେ କଟକ, ଭୁବନେଶ୍ୱର ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର ବିଶିଷ୍ଟ ଫୁଟବଲ କ୍ଳବ ଭାଗ ନେଇଛନ୍ତି। ଉଦ୍‌ଘାଟନୀ ମ୍ୟାଚ କଣ୍ଟିଆପଡା ସହ ଗୋଡି ପୋଖରୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଖେଳର ରେଫରୀ ଭାବେ ସନ୍ତୋଷ ମହାକୁଡ଼, ଯତୀନ ମହାନ୍ତ ,ଶଙ୍କର୍ଷଣ ନାଏକ, ଧନେଶ୍ୱର ସର୍ଦାର ପରି ଚାଳନା କରିଥିଲେ।

ଭାଷ୍ୟକାର ଭାବେ ଅରୁଣ ମହାନ୍ତ, ଟଙ୍କଧର ମହାନ୍ତ ଖେଳର ଧାରା ବିବରଣୀ ପ୍ରଦାନ କରିଥିଲେ। କ୍ଲବ ସଭାପତି ଭକ୍ତବନ୍ଧୁ ନାଏକ, ସମ୍ପାଦକ ହୃଷୀକେଶ ନାଏକ, ହାପି, ନିହାର, ନାଗ, କେଦାର, ମୋନାଜ, ଜପ, ଇନ୍ଦ୍ର, ସୋନୁ, ବାବୁଲା, ଗୁଲୁ, କୁଲଦୀପ ପ୍ରମୁଖ ଖେଳ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri