୧୨ ଦିନ ହେଲା ନୀରବ ପ୍ରତିବାଦ କରୁଛନ୍ତି ଅଧ୍ୟାପିକା-ଅଧ୍ୟାପକ

ସୋରଡ଼ା,୧୬ା୯(ଲମ୍ବୋଦର ପାଣିଗ୍ରାହୀ): ଗ୍ରେଡ୍‌ ପେ’ ବୃଦ୍ଧି ଦାବିରେ ଋଷିକୂଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏସ୍‌ଏସ୍‌ବି ଅଧ୍ୟାପିକା, ଅଧ୍ୟାପକମାନେ ସେପ୍ଟେମ୍ବର ୫ରୁ ଦୀର୍ଘ ୧୨ଦିନ ଧରି ଶାନ୍ତିପୂର୍ଣ୍ଣ ଭାବେ କଳାବ୍ୟାଜ୍‌ ପିନ୍ଧି ନୀରବ ପ୍ରତିବାଦ ସହ ପ୍ରତିଦିନ ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ ସହ ଶିକ୍ଷାଦାନ କରୁଛନ୍ତି। ଗ୍ରେଡ୍‌ ପେ’ ୪୫୦୦ରୁ ୫୪୦୦ ଟଙ୍କାକୁ ବୃଦ୍ଧି କରିବାକୁ ସେମାନେ ଦାବି କରିଛନ୍ତି। ଦାବି ପୂରଣ ନ ହେଲା ପର୍ଯ୍ୟନ୍ତ ଏପରି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଚାଲୁ ରଖିବାକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri