ବୈବାହିକ ଜୀବନ ସୁଖମୟ ପାଇଁ: ଶୋଇବା ସମୟରେ କରନ୍ତୁ ଏହି ସବୁ କାମ

ବର୍ତ୍ତମାନର ବ୍ୟସ୍ଥବହୁଳ ଜୀବନଶୈଳୀ ଲାଗି ଅନେକଙ୍କ ବୈବାହିକ ଜୀବନରେ ତିକ୍ତତା ସୃଷ୍ଟି ହୋଇଥାଏ। ଯାହାକୁ ନେଇ ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡିବାର ଆଶଙ୍କା ମଧ୍ୟ ରହିଥାଏ। ଜଣେ ଅନ୍ୟ ଜଣଙ୍କ ପାଖରେ ଥାଇ ମଧ୍ୟ ଫୋନ ସହିତ ସମୟ ବିତାଉଥିବା ନଜରକୁ ଆସିଥାଏ। ଯେଉଁଠିିକି ଏକ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ହେଲେ ସମୟର ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ତେବେ ଜାଣନ୍ତୁ ଶୋଇବା ସମୟରେ କେଉଁ କାମ କରିବା ଦ୍ୱାରା ବୈବାହିକ ଜୀବନ ହୋଇଥାଏ ସୁଖମୟ।

 

ଭଲ କଥା ବାଣ୍ଟିବା- ଆପଣ ଆପଙ୍କ ପାର୍ଟନରଙ୍କ ସହିତ ଦିନସାରା ଘଟିଥିବା ଘଟଣା ଭିତରୁ କିଛି ସୁଖଦ ଘଟଣାଙ୍କୁ ପାର୍ଟନରଙ୍କ ସହ ବାଣ୍ଟନ୍ତୁ ।

ଜଣେ ଅନ୍ୟଜଣଙ୍କ ଉଦ୍ଦେଶ୍ୟରେ କିଛି କହିବା- ଉଭୟ ପାର୍ଟନର ଜଣେ ଅନ୍ୟ ଜଣଙ୍କୁ ଡେଡିକେଟ କରି କିଛି କହିବା ଉଚିତ। ଏହା ସହିତ ଜଣେ ଅନ୍ୟ ଜଣଙ୍କ ପାଇଁ ଗୀତ ଗାଇବା ଆବଶ୍ୟକ।

ଉଭୟ ଏକ ସାଥିରେ ରୋଷେଇ କରିବା- କୁହାଯାଇଥାଏ ପୁରୁଷଙ୍କ ହୃଦୟକୁ ରାସ୍ତା ସେମାନଙ୍କ ପେଟ ଦେଇଯାଇଥାଏ। ଅର୍ଥାତ ପୁରୁଷମାନଙ୍କୁ ଖୁସି କରିବା ଯାଇଁ ହେଲେ ସେମାନଙ୍କୁ ସ୍ବାଦିଷ୍ଟ ଖାଦ୍ୟ ଖୁଆଇବାକୁ ହୋଇଥାଏ। ତେବେ ଯେତେବେଳେ ଉଭୟ ଖାଦ୍ୟ ବାଣ୍ଟିଖାଇଥାନ୍ତି ସେମାନଙ୍କୁ ଆନନ୍ଦ ଅନୁଭବ ହୋଇଥାଏ। ତାହାଠୁ ଅଧିକ ଭଲ ହୋଇଥାଏ ଯେବେ ସେମାନେ ଖାଦ୍ୟ ମିଳିମିଶି ପ୍ରସ୍ତୁତ କରିଥାନ୍ତି। ଏଥିରେ ସେମାନଙ୍କ ସମ୍ପର୍କ ମଜଭୁତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri