ସୁସ୍ଥ କିଡ୍‌ନୀ ପାଇଁ…

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରିଥାଏ। ଏହି ପ୍ରକ୍ରିୟା ବାଧାପ୍ରାପ୍ତ ହେଲେ ଆମେ କେତେକ ରୋଗକୁ ପରୋକ୍ଷରେ ନିମନ୍ତ୍ରଣ କରିଥାଉ। ତେଣୁ କିଡ୍‌ନୀ କିପରି ସୁରକ୍ଷିତ ରହିବା ସହ ଠିକ୍‌ ଭାବରେ କାର୍ଯ୍ୟ କରିବ ସେ ନେଇ ଜଣେ ସଚେତନ ରହିବା ନିହାତି ଦରକାର। ତେବେ ଏ ବିଷୟରେ କେତୋଟି ଗୁରୁତ୍ୱପୂର୍ଣ୍ଣ କଥା ମନେରଖନ୍ତୁ। କିଡ୍‌ନୀ କାର୍ଯ୍ୟ ବାଧାପ୍ରାପ୍ତ ହେଲେ ପାଦ ଫୁଲିଯାଏ। ଶରୀରର ଯୋଡ଼ା ଅଂଶଗୁଡ଼ିକରେ ଦରଜ ଅନୁଭୂତ ହୁଏ। ରକ୍ତଚାପ ଅସନ୍ତୁଳିତ ରହେ। ଦୁର୍ବଳ ଲାଗେ। ବାନ୍ତି ଉଠାଏ ଆଉ ବେଳେବେଳେ ମଧ୍ୟ ହୁଏ। ଶ୍ୱାସକ୍ରିୟାରେ ବାଧା ଉପୁଜେ, ଫଳରେ ଶ୍ୱାସକ୍ରିୟାଜନିତ ସମସ୍ୟା ଦେଖାଦିଏ। ତେଣୁ କିଡ୍‌ନୀକୁ ସୁସ୍ଥ ରଖିବା ପାଇଁ ପ୍ରଚୁର ପରିମାଣର ପାଣି ପିଅନ୍ତୁ। କିଡ୍‌ନୀଜନିତ ରୋଗର ଲକ୍ଷଣ ବିଷୟରେ ଅବଗତ ହେବା ମାତ୍ରେ ବିଳମ୍ବ ନ କରି କିଡ୍‌ନୀ ବିଶେଷଜ୍ଞଙ୍କ ସହ ପରାମର୍ଶ କରନ୍ତୁ। ଏହାକୁ ସୁସ୍ଥ ରଖିବା ପାଇଁ ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ଅଧିକ ଖାଆନ୍ତୁ। ଘିଅ, କ୍ଷୀର, ମାଛ, ମାଂସ, ପନିର, ସୋୟାବିନ୍‌୍‌ ଆଦିିରେ ପ୍ରୋଟିନ୍‌ ଅଧିକ ଥାଏ। ଏହାକୁ ଆପଣ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ। ଦୈନିକ ୫ଗ୍ରାମ୍‌ ଲୁଣ ମଧ୍ୟ ଖାଇପାରନ୍ତି। ଯଦି ଆପଣ ନିଶାଦ୍ରବ୍ୟ ସେବନ ସହ ଜଡ଼ିତ ତେବେ ତୁରନ୍ତ ଏପରି ଅଭ୍ୟାସ ତ୍ୟାଗ କରନ୍ତୁ। କାରଣ ନିଶାଦ୍ରବ୍ୟ ସେବନ ଦ୍ୱାରା କିଡ୍‌ନୀର କାର୍ଯ୍ୟଧାରା ପ୍ରଭାବିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri