ବୟସ୍କଙ୍କ ଲାଗି ଚିନ୍ତାର କାରଣ ଏସବୁ ସମସ୍ୟା

ମନୁଷ୍ୟ ୫୦ ବର୍ଷ ଡେଇଁବା ମାତ୍ରେ କିଛି ବିଶେଷ ସମସ୍ୟା ସେମାନଙ୍କୁ ଆକ୍ରାନ୍ତ କରିଥାଏ। ଯାହା ବୟସ୍କ ଲୋକଙ୍କ ଲାଗି ଚିନ୍ତାର କାରଣ ହୋଇପଡ଼େ। କାରଣ ଏହି ବୟସରେ ଶରୀରର ରୋଗ ପ୍ରତିରୋଧକ କ୍ଷମତା କମ୍‌ ହୋଇଥାଏ। ତେବେ ଏପରି କିଛି ବିଶେଷ ସ୍ବାସ୍ଥ୍ୟ ସମସ୍ୟା ରହିଛି ଯାହା ୫୦ ବର୍ଷ ପରେ ଲୋକଙ୍କଠାରେ ଅଧିକ ଦେଖାଯାଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ…..

ହୃଦ୍‌ଘାତ: ଏହି ରୋଗ ବୟସ୍କ ଲୋକଙ୍କଠାରେ ଅଧିକ ଦେଖାଯାଇଥାଏ।

ଦ୍ୱିତୀୟରେ କ୍ୟାନ୍‌ସର ଯାହା ବୟସ୍କ ବ୍ୟକ୍ତି ମାନଙ୍କୁ ଅଧିକ ଆକ୍ରାନ୍ତ କରିଥାଏ। ପାକସ୍ଥଳୀ ଓ ସ୍ତନ କର୍କଟରେ ମହିଳାମାନେ ଅକ୍ରାନ୍ତ ହୋଇଥାନ୍ତି।

ଷ୍ଟ୍ରୋକ୍‌: ହୃଦ୍‌ଘାତ ଓ କ୍ୟାନ୍‌ସର ପରେ ପ୍ରାୟ ଲୋକ ଏହି ଷ୍ଟ୍ରୋକରେ ଆକ୍ରାନ୍ତ ହୋଇଥାନ୍ତି। ଯାହା ସବୁଠୁ ଅଧିକ ବୟସ୍କ ଲୋକଙ୍କୁ ଆକ୍ରାନ୍ତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜିତୁ ମୁଣ୍ଡା ଭଉଣୀର କଙ୍କାଳ ଧରି ବ୍ୟାଙ୍କ ଯିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ ପରେ ଗାଁରେ ପହଞ୍ଚିଲା…

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀଙ୍କ କଙ୍କାଳ…

ଏଥର ବି ବଦଳିଯିବ ଏକଜିଟ ପୋଲର ଗଣିତ: ବଙ୍ଗରେ ଫୁଟିପାରିବନି ପଦ୍ମ! ୨୦୨୧ରେ ଘଟିଥିଲା…

କୋଲକାତା,୩୦।୪: ପଶ୍ଚିମବଙ୍ଗ ବ୍ୟତୀତ, ଆସାମ, କେରଳ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଛି ଏବଂ ଲୋକମାନେ ଏବେ ଫଳାଫଳକୁ ଅପେକ୍ଷା କରିଛନ୍ତି। ମତଦାନ ଶେଷ ହେବା…

ଆଜି ବି ଅନ୍ଧାରରେ ନେହେଲା: ଦୁର୍ଗମ ଅଞ୍ଚଳରେ ସାତସପନ ବିଜୁଳି

ଥୁଆମୂଳ ରାମପୁର,୩୦ା୪ (ଦୁର୍ଗା କୀର୍ତ୍ତି):ସରକାର ସବୁ ଗାଁକୁ ବିଜୁଳିର ନାରା ଦେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଦୁର୍ଗମ ଅଞ୍ଚଳରେ ଏହା ଏବେ ବି…

ଭିନ୍ନକ୍ଷମଙ୍କ ପାଖରେ ସରକାରୀ ସୁବିଧା ଅପହଞ୍ଚ: ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୩୦ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ମାନିଗୁଡ଼ା ପଞ୍ଚାୟତ ନାଏକପଡ଼ା ଗଁାର ଜଣେ ଭିନ୍ନକ୍ଷମ ଯୁବତୀ ବିଭିନ୍ନ ସମସ୍ୟା ନେଇ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

ସରିଲା ନିର୍ବାଚନ, ବଢିଯିବ ପେଟ୍ରୋଲ-ଡିଜେଲ ଦର? ଭରି ଦିଅନ୍ତୁ ଟାଙ୍କି…

ନୂଆଦିଲ୍ଲୀ,୩୦।୪: ନିର୍ବାଚନ ପରେ ବଢିପାରେ ପେଟ୍ରୋଲ-ଡିଜେଲ ଦର! ଏସବୁ ଆଲୋଚନା ଭିତରେ ନିର୍ୱାଚନ ସରିଛି। ତେବେ ବର୍ତ୍ତମାନ ଚର୍ଚ୍ଚା ହେଉଛି କି ପେଟ୍ରୋଲ ରେଟ୍‌ ବଢିପାରେ। ନିର୍ୱାଚନ…

ବାଛୁରୀକୁ ଖାଇଦେଲା ବାଘ! ଗାଁରେ ଖେଲିଗଲା ଆତଙ୍କ

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ଆମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଉକ୍ତ ବ୍ଲକ ଅନ୍ତର୍ଗତ କର୍ଲା ଗ୍ରାମର ଗୋପାଳ ଭୋଇଙ୍କ ଗୁହାଳରେ…

ସମୃଦ୍ଧିର ପ୍ରତୀକ

ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ…

ଧାନବିକ୍ରି ନ ହେବା ଘଟଣାରେ ଉଚ୍ଚ ନ୍ୟାୟାଳୟର ବଡ଼ ରାୟ: ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ବରଗଡ,୩୦।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଚାଷୀଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଦେଖାଦେଇଥିବା ସମସ୍ୟାର ସମାଧାନ ପାଇଁ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୫-୨୬ ବର୍ଷର ଖରିଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri