ମୋଚିଛକ-ଭଦ୍ରକାଳୀ ରାସ୍ତା ନିର୍ମାଣ ପାଇଁ ଉଚ୍ଛେଦ ଆରମ୍ଭ

ଭଦ୍ରକ ଅଫିସ,୨୧।୫ : ଭଦ୍ରକ ସହରର ମୋଚି ଛକଠାରୁ ଭଦ୍ରକାଳୀ ପୁରୁଣାବଜାର ରାସ୍ତା ନିର୍ମାଣ ପାଇଁ ବହୁ ବାଦବିବାଦ ପରେ ରବିବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଉକ୍ତ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହେବା ସହିତ ଜବରଦଖଲ ଯୋଗୁ ଅଣଓସାରିଆ ଥିଲା। ଏ ନେଇ ଯାତାୟତରେ ଅସୁବିଧା ସହ ବହୁ ସମୟରେ ଦୁର୍ଘଟଣା ଘଟୁଥିଲାl ବିଭିନ୍ନ ସଂଗଠନ ଓ ରାଜନୈତିକ ଦଳ ପକ୍ଷରୁ ବାରମ୍ବାର ଅଭିଯୋଗ, ଦାବି, ରାସ୍ତାରୋକ, ଧାରଣା ଦିଆଯିବା ପରେ ରାସ୍ତା ନିର୍ମାଣ ପାଇଁ ଅନୁଦାନ ମଞ୍ଜୁର ହୋଇଥିଲା । ୩୦ ଫୁଟ ଓସାର ରାସ୍ତା ନିର୍ମାଣ ପାଇଁ ଜବରଦଖଲ ବାଧକ ସାଜିଥିଲା। ସର୍ବଦଳୀୟ ବୈଠକ ପରେ ଦଖଲ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଥିଲା । ହନିଫ ମାର୍କେଟରେ କେତେକ ଦୋକାନୀ ନିଜ ଆଡୁ ଦଖଲରୁ ହଟି ଯାଇଥିଲେ। ଦଖଲରୁ ହଟି ନ ଥିବା ଜାଗାରେ ପୋଲିସ ଫୋର୍ସ ମୁତୟନ କରାଯାଇ ଉଚ୍ଛେଦ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri