କୋଭିଡ୍‌ ପାଇଁ ମାସେ ଘୁଞ୍ଚତ୍ଲା ଓସ୍କାର

କୋଭିଡ୍‌ ମହାମାରୀ କାରଣରୁ ଓସ୍କାର ଫିଲ୍ମୋତ୍ସବ-୨୦୨୨କୁ ଗୋଟିଏ ମାସ ଘୁଞ୍ଚାଇ ଦିଆଯାଇଛି। ଏକାଡେମୀ ଅଫ୍‌ ମୋଶନ ପ୍ରିକ୍‌ଚର ଆଟର୍‌ସ ଆଣ୍ଡ୍‌ ସାଇନ୍ସ (ଏଏମ୍‌ପିଏଏସ୍‌) ଏହି ନିଷ୍ପତ୍ତି ନେଇଛି। ଏହି ପୁରସ୍କାର ବିତରଣୀ ଉତ୍ସବ ୨୦୨୨ ଫେବୃୟାରୀ ୨୭ରେ ହେବାକୁ ପୂର୍ବରୁ ସ୍ଥିର ହୋଇଥିଲା। ଏବେ ଏହାକୁ ମାର୍ଚ୍ଚ ୨୭ରେ କରିବା ପାଇଁ ଏଏମ୍‌ପିଏଏସ୍‌ ନିଷ୍ପତ୍ତି ନେଇଥିବା ଏକ ବିବୃତିରେ କୁହାଯାଇଛି। ଏହି ଏକାଡେମୀ ପୁରସ୍କାର ବିବେଚନା ପାଇଁ ଯୋଗ୍ୟତା ସମୟସୀମା ଡିସେମ୍ବର ୩୧ ରଖାଯାଇଛି। ମହାମାରୀ ପାଇଁ ପୂର୍ବ ଏଡିଶନରେ ଯୋଗ୍ୟତା ସମୟସୀମା ୨୦୨୧ ଫେବୃୟାରୀ ୨୮ ରଖାଯାଇଥିଲା। ଫଳରେ ‘ଦି ୟୁନାଇଟେଡ୍‌ ଷ୍ଟେଟ୍ସ ଭର୍ସେସ ବିଲ୍ଲି ହଲିଡେ’ ଏବଂ ‘ଜୁଡାସ୍‌ ଆଣ୍ଡ ଦି ବ୍ଲାକ୍‌ ମେସିହା’ ଚଳଚ୍ଚିତ୍ର ପୁରସ୍କାର ଚୟନ ପ୍ରକ୍ରିୟାରେ ସାମିଲ ହୋଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri