କୋଭିଡ୍‌ ପାଇଁ ମାସେ ଘୁଞ୍ଚତ୍ଲା ଓସ୍କାର

କୋଭିଡ୍‌ ମହାମାରୀ କାରଣରୁ ଓସ୍କାର ଫିଲ୍ମୋତ୍ସବ-୨୦୨୨କୁ ଗୋଟିଏ ମାସ ଘୁଞ୍ଚାଇ ଦିଆଯାଇଛି। ଏକାଡେମୀ ଅଫ୍‌ ମୋଶନ ପ୍ରିକ୍‌ଚର ଆଟର୍‌ସ ଆଣ୍ଡ୍‌ ସାଇନ୍ସ (ଏଏମ୍‌ପିଏଏସ୍‌) ଏହି ନିଷ୍ପତ୍ତି ନେଇଛି। ଏହି ପୁରସ୍କାର ବିତରଣୀ ଉତ୍ସବ ୨୦୨୨ ଫେବୃୟାରୀ ୨୭ରେ ହେବାକୁ ପୂର୍ବରୁ ସ୍ଥିର ହୋଇଥିଲା। ଏବେ ଏହାକୁ ମାର୍ଚ୍ଚ ୨୭ରେ କରିବା ପାଇଁ ଏଏମ୍‌ପିଏଏସ୍‌ ନିଷ୍ପତ୍ତି ନେଇଥିବା ଏକ ବିବୃତିରେ କୁହାଯାଇଛି। ଏହି ଏକାଡେମୀ ପୁରସ୍କାର ବିବେଚନା ପାଇଁ ଯୋଗ୍ୟତା ସମୟସୀମା ଡିସେମ୍ବର ୩୧ ରଖାଯାଇଛି। ମହାମାରୀ ପାଇଁ ପୂର୍ବ ଏଡିଶନରେ ଯୋଗ୍ୟତା ସମୟସୀମା ୨୦୨୧ ଫେବୃୟାରୀ ୨୮ ରଖାଯାଇଥିଲା। ଫଳରେ ‘ଦି ୟୁନାଇଟେଡ୍‌ ଷ୍ଟେଟ୍ସ ଭର୍ସେସ ବିଲ୍ଲି ହଲିଡେ’ ଏବଂ ‘ଜୁଡାସ୍‌ ଆଣ୍ଡ ଦି ବ୍ଲାକ୍‌ ମେସିହା’ ଚଳଚ୍ଚିତ୍ର ପୁରସ୍କାର ଚୟନ ପ୍ରକ୍ରିୟାରେ ସାମିଲ ହୋଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ‘ଆଜାଦି କା ଅମୃତ ମହୋତ୍ସବ’

ଓ୍ବାଶିଂଟନ,୧୪।୫: ଭାରତ ସ୍ବାଧୀନତାର ୭୫ତମ ବାର୍ଷିକୀ ପାଳନ ଆମେରିକା କ୍ୟାପିଟୋଲରେ ଆରମ୍ଭ ହୋଇଛି। ବହୁସଂଖ୍ୟାରେ ଆମେରିକା କଂଗ୍ରେସ ସଦସ୍ୟ ଓ ଭାରତୀୟ ଆମେରିକୀୟ ଏଥିରେ ଯୋଗଦେଇଥିଲେ।...

ପାକିସ୍ତାନ ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ: ପାଇଲଟ ମୃତ

ଇସଲାମାବାଦ୍‌, ୧୧।୩: ପାକିସ୍ତାନର ଯୁଦ୍ଧ ବିମାନ ଏଫ୍‌-୧୬ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ପାଇଲଟ ଓ୍ବିଙ୍ଗ୍‌ କମାଣ୍ଡର ନୌମାନ ଅକରମ୍‌ଙ୍କ ମୃତ୍ୟୁ ଘଟିଛି। ମାର୍ଚ୍ଚ ୨୩ରେ...

ଏମ୍‌ପି ବିନା ପୋଷାକରେ ପହଞ୍ଚିଲେ ଭିଡ଼ିଓ କନଫରେନ୍ସିଂ ବୈଠକରେ, ତାପରେ….

ଓଟଓ୍ବା,୧୫।୪: ଦେଶ ପାଇଁ ନିୟମ ପ୍ରସ୍ତୁତ କରୁଥିବା ନେତା ପାର୍ଲାମେଣ୍ଟ ବୈଠକରେ ବିନା ପୋଷାକରେ ପହଞ୍ଚିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା...

ସାରାଙ୍କର ହେଲା ଅସ୍ତ୍ରୋପଚାର, ପ୍ରଶଂସକଙ୍କୁ କହିଲେ ଏମିତି…

ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କେତେବେଳେ ସେ ନିଜ ଫିଲ୍ମ ପାଇଁ ତ...

ପାକିସ୍ତାନ ପଞ୍ଜାବରେ ଜରୁରୀକାଳିନ ପରିସ୍ଥିତି

ପଞ୍ଜାବ,୨୧ ।୬: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ବେଳକୁ ବେଳ ମହିଳା ଓ ଶିଶୁଙ୍କ ପ୍ରତି ଯୌନ ଶୋଷଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । ଏହାକୁ...

ଅଜିତ୍‌ ଡୋଭାଲ୍‌ ଭୂମିକାରେ ଅକ୍ଷୟ କୁମାର

ବଲିଉଡର ସଫଳ କଳାକାରଙ୍କ ମଧ୍ୟରେ ରହିଛନ୍ତି ଅଭିନେତା ଅକ୍ଷୟ କୁମାର। ସମାଜରେ ଥିବା ବିଭିନ୍ନ ସମସ୍ୟାକୁ ନେଇ ଫିଲ୍ମ କରିବା ସହ ବର୍ଷରେ ଏକାଧିକ ଫିଲ୍ମରେ...

ଶେଷ ଇଚ୍ଛା ପୂରଣ କରିବ ଆମ୍ବୁଲାନ୍ସ

ସିଡନି,୨୬।୭: କୁହାଯାଏ ମରିବାକୁ ଥିବା ବା ମୃତବ୍ୟକ୍ତିଙ୍କ ଶେଷ ଇଚ୍ଛା ପୂରଣ କରିବା ଭଲ। ଏହାକୁ ନଜରରେ ରଖି ଅଷ୍ଟ୍ରେଲିଆର ଜଣେ ମହିଳାଙ୍କ ଶେଷ ଇଚ୍ଛା...

ମନର ଯନ୍ତ୍ରଣା ବଖାଣିଲେ ଶିଳ୍ପା

ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ଏବଂ ତାଙ୍କ ବ୍ୟବସାୟୀ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସମସ୍ୟା ଦୂର ହେବାର ନାଁ ନେଉନାହିଁ। ଏବେ ଉଭୟଙ୍କ ନାଁରେ ଠକେଇ...

Advertisement
Archives

Model This Week