Posted inଜାତୀୟ

ଦେଶରେ ୮୩୪ଲୋକଙ୍କ ପାଇଁ ଅଛନ୍ତି ଜଣେ ଡାକ୍ତର, ୮୦ଶତକଡା ଡାକ୍ତର ଏଲୋପାଥିକ

ନୂଆଦିଲ୍ଲୀ,୧୨।୧୨: ଦେଶରେ ଜଣେ ଡାକ୍ତର ୮୩୪ଜଣଙ୍କୁ ଚିକିତ୍ସା କରୁଛନ୍ତି। ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ପ୍ରବୀଣ ପଓ୍ବାର। ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଦେଶରେ ପଞ୍ଚିକୃତ ଏଲୋପାଥିକ ଡାକ୍ତରଙ୍କ ସଂଖ୍ୟା ୮୦ପ୍ରତିଶତ ରହିଛି। ଅନ୍ୟପଟେ ଆୟୁଷ ଡାକ୍ତରଙ୍କ ସଂଖ୍ୟା ୫.୬୫ଲକ୍ଷ ରହିଛି। ଏହାଛଡା ଦେଶରେ ୩୬.୧୪ଲକ୍ଷ ନର୍ସିଂ କର୍ମୀ ଅଛନ୍ତି। ବର୍ତ୍ତମାନ ଦେଶରେ ୪୭୬ଲୋକଙ୍କ ପାଇଁ ଜଣେ ନର୍ସ ଅଛନ୍ତି।

ପଓ୍ବାର ଆହୁରି କହିଛନ୍ତି, ସରକାରୀ ମେଡିକାଲ ସଂଖ୍ୟା ୮୨ପ୍ରତିଶତ ବୃଦ୍ଧି କରାଯାଇଛି। ଏଥିରେ ଏମବିବିଏସ ସିଟ୍‌ ମଧ୍ୟ ବଢିଛି। ୨୦୧୪ପୂର୍ବରୁ ୩୮୭ ମେଡିକାଲ କଲେଜ ଥିଲା ଯାହା ଏବେ ବଢି ୭୦୬ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଗଞ୍ଜାମ-ଗଜପତି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ….

ଭୁବନେଶ୍ୱର/ଛତ୍ରପୁର, ୨୯।୧୦(ସୁନିତ୍‌ ମିଶ୍ର/ଦିଲ୍ଲୀପ ସାମଲ): ସ୍ପେଶାଲ ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟସ୍ଥିତ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷଠାରେ ଗୁରୁବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣ୍ଣବକୁ…

କାଲି ମିଳିବ ୨୪ତମ ପିଏମ୍‌ କିଷାନ କିସ୍ତି, ରାଜ୍ୟର ୩୫.୩୯ ଲକ୍ଷ ଚାଷୀଙ୍କ…

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): ପିଏମ୍‌ କିଷାନ ଉତ୍ସବ ଦିବସ ଅବସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍‌ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି…

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର

ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ…

ନୀତୀଶଙ୍କ ଘନିଷ୍ଠ ସହଯୋଗୀ ଏବେ ହୋଇପାରନ୍ତି ସମ୍ରାଟଙ୍କ ପ୍ରମୁଖ ସଚିବ; ବିହାରକୁ ଫେରିବାକୁ ଯାଉଛନ୍ତି ଓଡ଼ିଶା କ୍ୟାଡରର ଆଇଏଏସ!

ପାଟନା,୨୯।୧୦: ଓଡ଼ିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ସଞ୍ଜୟ କୁମାର ସିଂହ, ଯିଏ ମୂଳତଃ ବିହାରର ବାସିନ୍ଦା, ତାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ପ୍ରମୁଖ…

ତପ୍ତପାଣି ଘାଟିରେ ପ୍ରଳୟଙ୍କରୀ ରୂପ: ପାହାଡ଼ ଧସି ଭାସିଗଲା କଲଭର୍ଟ, ୩୨୬ ନମ୍ବର NHରେ ଗାଡ଼ି ଚଳାଚଳ ଠପ୍

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ଲଗାଣ ବର୍ଷା ଯୋଗୁ ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ବେଲଗଡ଼ ନିକଟରେ ଥିବା ଏକ କଲଭର୍ଟ ପାହାଡ଼ିଆ ପାଣିର ପ୍ରବଳ…

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନେଇ ଚାଞ୍ଚଲ୍ୟକର ବୟାନ ଦେଲେ ୟୁସୁଫ ପଠାନ

ନୂଆଦିଲ୍ଲୀ,୨୯।୧୦: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଏନସିପି ସାଂସଦ ୟୁସୁଫ ପଠାନ କହିଛନ୍ତି ଯେ ଏହି ଦେଶର ଯୁବକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?