ହୃଦରୋଗ ଦୂରେଇବା ପାଇଁ ସକାଳୁ ପିଅନ୍ତୁ…

ଆଧୁନିକ ଜୀବନଶୈଳୀ ଏବେ ଅଧିକାଂଶ ବ୍ୟକ୍ତିଙ୍କୁ ରୋଗାକ୍ରାନ୍ତ କରି ପକାଇଛି। ଖାଦ୍ୟ ପାନୀୟରେ ଅନିୟମିତତାହିଁ ଏବେ ହୃଦରୋଗ ଭଳି ମାରାତ୍ମକ ସମସ୍ୟା ସୃଷ୍ଟି କରିଛି। ଶରୀରରେ କୋଲେଷ୍ଟ୍ରଲ, କ୍ୟାଲୋରୀ, ସୋଡିୟମ ଆଦିର ମାତ୍ରା ଠିକ୍‌ ରଖିଲେ ହୃଦରୋଗକୁ ସହଜରେ ଦୂରେଇ ଦେଇ ହେବ। ଏଥିପାଇଁ ଖାଦ୍ୟର ଏକ ତାଲିକା ପ୍ରସ୍ତୁତ କରିବା ଆବଶ୍ୟକ।
-ହୃଦରୋଗୀମାନେ ପ୍ରତିଦିନ ସକାଳୁ ଏକଗ୍ଲାସ ବିନା ସର ବାଲା କ୍ଷୀର ପିଅନ୍ତୁ। ଏହାସହ ଭିଜା ଯାଇଥିବା ୩-୪ଟି ଚଣା ଅବା ବାଦାମ ଖାଆନ୍ତୁ।
-ସକାଳୁ ୯ଟା ଭିତରେ ଏକ କପ୍‌ ଅଙ୍କୁରିତ ମଞ୍ଜି ଓ କିଛି ସାଲାଡ୍‌ ଖାଇଲେ ହୃଦରୋଗ ଦୂରେଇ ଯାଇଥାଏ।
-ମଧ୍ୟାହ୍ନ ଭୋଜନରେ ୨ଟି ରୁଟି, ଗୋଟିଏ ଗିନା ଡାଲି, ଅଧା ଗିନା ଭାତ, ଏକ ଗିନା ପରିବା ସିଝା ଓ ଏକ ଗିନା ଦହି ନିଶ୍ଚୟ ଖାଆନ୍ତୁ।
-ସନ୍ଧ୍ୟା ସମୟରେ ଏକ କପ୍‌ ଚା ସହ ୨ ଖଣ୍ଡ ବିସ୍କୁଟ ଅବା କିଛି ଫଳ ଖାଆନ୍ତୁ।
-ରାତି ୮ଟା ପରେ କିଛି ଖାଆନ୍ତୁ ନାହିଁ। ୮ଟା ପୂର୍ବରୁ ରାତ୍ରି ଭୋଜନ କରିବା ହୃଦରୋଗୀଙ୍କ ପାଇଁ ଭଲ। ଶୋଇବାର ଘଣ୍ଟାକ ପୂର୍ବରୁ ଏକ ଗ୍ଲାସ କ୍ଷୀର ନିଶ୍ଚୟ ପିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ଅଜୀର୍ଣ୍ଣ ସମସ୍ୟା ଅଛି କି? ଆପଣାନ୍ତୁ ଏହି ଉପାୟ…

ସାଧାରଣତଃ ଯଦି ଖାଦ୍ୟ ଠିକ୍‌ ଭାବରେ ହଜମ ନ ହେଲା ତେବେ ଅଜୀର୍ଣ୍ଣ ସମସ୍ୟା ଦେଖାଯାଇଥାଏ। ଏହାପଛରେ ମଧ୍ୟ ଆଉ କେତୋଟି କାରଣ ରହିଛି। ଆବଶ୍ୟକତା ଠାରୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri