ଗୃହିଣୀଙ୍କ ପାଇଁ….

ଟୁଥ୍‌ପେଷ୍ଟ କେବଳ ଦାନ୍ତ ସଫା କରିବା ସହ ଅନେକ କାମରେ ଆସିଥାଏ। ଆପଣ ପ୍ରତିଦିନର କେତୋଟି କାମରେ ଏହାର ଉପଯୋଗ କରିପାରିବେ। ଜାଣନ୍ତୁ ଏ ସମ୍ପର୍କରେ ଟିପ୍ସ…..
ଜୁଏଲେରି ସଫା: ଜୁଏଲେରିକୁ ସଫା କରିବାକୁ ହେଲେ ଆପଣ ଟୁଥ୍‌ପେଷ୍ଟକୁ ବ୍ୟବହାର କରିପାରିବେ। ଏଥିପାଇଁ ଟୁଥ୍‌ପେଷ୍ଟରେ ପାଣି ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ । ଏବେ ଏହି ପେଷ୍ଟକୁ ଗୋଲ୍ଡ ଜୁଏଲେରି ଉପରେ ଲଗାନ୍ତୁ। ଏହା ପରେ ନରମ ବ୍ରଶ୍‌ କିମ୍ବା ସ୍କ୍ରବ୍‌ ସାହାଯ୍ୟରେ ଘସି ଏହାକୁ ସଫା କରିପାରିବେ। ଏହାଦ୍ୱାରା ଆପଣଙ୍କ ଜୁଏଲେରି ବିଲ୍‌କୁଲ୍‌ ନୂଆ ଦେଖାଯିବ।
ଟ୍ରଲି ବ୍ୟାଗ୍‌ କ୍ଲିନ୍‌ : ଟ୍ରଲି ବ୍ୟାଗ୍‌ରେ ଲାଗିଥିବା ଦାଗ ସଫା କରିବାକୁ ହେଲେ ଟୁଥ୍‌ପେଷ୍ଟର ସାହାଯ୍ୟ ନେଇପାରିବେ। ଏଥିପାଇଁ ଅଧା ଚାମଚ ଟୁଥ୍‌ପେଷ୍ଟରେ ଏକ ଚାମଚ ବେକିଂ ସୋଡ଼ା ମିଶାଇ ଟ୍ରଲି ବ୍ୟାଗ୍‌ ଉପରେ ଲଗାନ୍ତୁ। ପୁଣି ସଫା କପଡ଼ାରେ ପୋଛି ବ୍ୟାଗ୍‌କୁ କ୍ଲିନ୍‌ କରନ୍ତୁ। ଏହାଦ୍ୱାରା ଆପଣଙ୍କ ଟ୍ରଲି ବ୍ୟାଗ୍‌ ନୂଆ ଭଳି ଦେଖାଯିବ।
ଟାଇଲ୍ସ କ୍ଲିନ୍‌: ଘରେ ଏବଂ ବାଥ୍‌ରୁମ୍‌ରେ ଲାଗିଥିବା ଟାଇଲ୍ସକୁ ସଫା କରିବାକୁ ହେଲେ ଆପଣ ଟୁଥ୍‌ପେଷ୍ଟ ବ୍ୟବହାର କରିପାରିବେ। ଏଥିପାଇଁ ଟୁଥ୍‌ପେଷ୍ଟରେ ନଖ ଉଷୁମ ପାଣି ମିଶାଇ ଏଥିରେ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହି ପେଷ୍ଟକୁ ଦାଗ ଲାଗିଥିବା ସ୍ଥାନରେ ଲଗାଇ ନରମ ସ୍କ୍ରବ୍‌ ସାହାଯ୍ୟରେ ରଗଡ଼ନ୍ତୁ। ଏହାଦ୍ୱାରା ଘରେ ଲାଗିଥିବା ଟାଇଲ୍ସ ତୁରନ୍ତ ସଫା ହୋଇଯିବ।
କାନ୍ଥକୁ ଫିଲ୍‌ କରନ୍ତୁ: ଘର କାନ୍ଥରେ ବେଳେବେଳେ କ୍ରାକ୍‌ ଦେଖିବାକୁ ମିଳେ। ଫଳରେ କାନ୍ଥ ଅସୁନ୍ଦର ଦେଖାଯାଏ। ଏମିତିରେ ଆପଣ ଟୁଥ୍‌ପେଷ୍ଟର ବ୍ୟବହାରକରି ହୋଲ୍ସ ଗୁଡ଼ିକୁ ଫିଲ୍‌ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri