Posted inଖେଳ

ପ୍ରେମିକାଙ୍କ ଗୁଗ୍‌ଲିର ଶିକାର ହେଲେ ଚହଲ

ନୂଆଦିଲ୍ଲୀ,୨୨।୧୨: ବିଦେଶୀ ହେଉ କି, ଦେଶୀ ବ୍ୟାଟ୍ସମ୍ୟାନଙ୍କୁ ଗୁଗଲିର ହଇରାଣ କରୁଥିବା ଭାରତୀୟ ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ପ୍ରେମିକାଙ୍କ ଗୁଗ୍‌ଲିର ଶିକାର ହୋଇଛନ୍ତି। ଏହି ଲେଗ୍‌ ସ୍ପିନର ମଙ୍ଗଲବାର ଜୀବନର ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ଦୀର୍ଘ ଦିନର ପ୍ରେମିକା ଧନଶ୍ରୀ ବର୍ମାଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଚତୁର ଚହଲ।

ଏ ନେଇ ଆରସିବି ସ୍ପିନର ସୋସିଆଲ ମିଡିଆ ଜରିଆରେ ଫଟୋ ଶେୟାର କରି ସୂଚନା ଦେଇଛନ୍ତି। ଫଟୋରେ ଦୁହିଁଙ୍କୁ ଓ୍ବେଡିଂ ଆଉଟ୍‌ଫିଟ୍‌ରେ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri