ସୁନିଦ୍ରା ପାଇଁ

ଭଲ ନିଦ ପାଇଁ ଶୋଇବା ଘରର ବାତାବରଣ ଶାନ୍ତ ହେବା ଜରୁରୀ। ଏଠାରେ କୌଣସି ବୈଦ୍ୟୁତିକ ଉପକରଣ ଯେମିତିକି, ଟିଭି, ମୋବାଇଲ ଆଦି ରଖନ୍ତୁ ନାହିଁ। ସୁନିଦ୍ରା ପାଇଁ ଆପଣ କେଉଁ ଦିଗରେ ଶୋଉଛନ୍ତି, ତାହା ମଧ୍ୟ ନିର୍ଭର କରିଥାଏ। ଶୋଇବା ସମୟରେ ମୁଣ୍ଡ ଦକ୍ଷିଣ ଦିଗକୁ ରହିଲେ ଭଲ। ନଚେତ ପଶ୍ଚିମ ଦିଗକୁ ମୁଣ୍ଡ କରି ବି ଶୋଇପାରିବେ। ଉତ୍ତର ଦିଗକୁ ମୁଣ୍ଡ କରି ଶୋଇବା ଭଲ ନୁହେଁ। ଚାହିଁଲେ ଦକ୍ଷିଣ-ପଶ୍ଚିମ ଦିଗକୁ ମୁଣ୍ଡ କରି ମଧ୍ୟ ଶୋଇପାରିବେ। ଶୟନକକ୍ଷ ସଫା ରଖିବା ସହ ସବୁ ଜିନିଷ ବ୍ୟବସ୍ଥିତ ହେବା ଦରକାର। ମୁଣ୍ଡ ପଟକୁ ଝରକା ଥିଲେ ଖୋଲିକରି ଶୋଇବେ ନାହିଁ। ନଚେତ ଭଲ ନିଦ ହେବ ନାହିଁ ଓ ଭୟଙ୍କର ସ୍ବପ୍ନ ଦେଖିବେ। ମୁଖ୍ୟ କବାଟ ସାମ୍‌ନାରେ ଯେମିତି ବେଡ୍‌ରୁମ୍‌ର ଖଟ ରହୁ ନ ଥିବ। ଏଭଳି ଥିଲେ ବାସ୍ତୁଦୋଷ ଉପତ୍ନ୍ନ ହୁଏ। ଜାଗା କମ୍‌ ଥିବା ଯୋଗୁ ବେଡ୍‌କୁ ଅନ୍ୟ ସ୍ଥାନକୁ ନେଇ ନ ପାରିଲେ ପରଦା ଲଗାଇ ଏହି ସମସ୍ୟାର ସମାଧାନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri