Posted inରାଜ୍ୟ

ପୁରୀ ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ଦର୍ଶନ କଲେ ତିନି ରାଇଜ ମୁଖ୍ୟ

ପୁରୀ,୧୨ା୬: ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ଆସିଥିବା ଭାଜପା ଶାସିତ ମୁଖ୍ୟମନ୍ତ୍ରୀମାନେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କୁ ସପରିବାର ଦର୍ଶନ କଲେ ତିନି ରାଇଜର ମୁଖ୍ୟ।

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସଇନି, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଏବଂ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଲାଲ ସାହା ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିସ୍ୱଶର୍ମ ତାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ”ନିର୍ବାଚନ ବେଳେ ଯେଉଁ ସବୁ ପ୍ରତିଶ୍ରୁତି ଦେଇଥିଲୁ ସବୁ ପୂରଣ ହେବ। ରତ୍ନ ଭଣ୍ଡାର ଓ ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ପ୍ରତିଶ୍ରୁତି ପାଳନ କରିବୁ। ଯେଉଁସବୁ ବିଷୟରେ ପ୍ରତିଶ୍ରୁତି ଦେଇଛୁ ସବୁକୁ ପାଳନ କରାଯିବ। ଏଠାରୁ ୨୧ରୁ ୨୦ ଲୋକସଭା ସିଟ୍‌ ଜିତିଥିବାରୁ କୃତଜ୍ଞ। ଏହି ସଫଳତା ଯୋଗୁଁ କେନ୍ଦ୍ର ଓ ରାଜ୍ୟରେ ଭାଜପା ସରକାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟୁଚୁଆଲ୍‌ ଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ: ଏବେ ୪୦ କ୍ୟାଟେଗୋରିରେ ହେବ ନିବେଶ, ‘ଇକ୍ୱୁଟି ଫଣ୍ଡ’ ଟଙ୍କାରେ…

ନୂଆଦିଲ୍ଲୀ,୨୬।୨: ଭାରତୀୟ ପୁଞ୍ଜି ବଜାର ନିୟନ୍ତ୍ରକ ସେବି (SEBI) ମ୍ୟୁଚୁଆଲ ଫଣ୍ଡ ହାଉସ୍‌ଗୁଡ଼ିକୁ ପୂର୍ବ ଅପେକ୍ଷା ଅଧିକ ସ୍ବାଧୀନତା ପ୍ରଦାନ କରିଛନ୍ତି। ନିବେଶକଙ୍କ ବିପଦ (Risk) କମାଇବା…

ଏଚ୍‌ପିଭି ଟିକାକରଣର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୮ ତାରିଖ ଦେଶବ୍ୟାପୀ ହ୍ୟୁମ୍ୟାନ୍‌ ପାଭିଲୋମାଭାଇରସ୍‌ (ଏଚ୍‌ପିଭି) ଟିକାକରଣ ଅଭିଯାନ ରାଜସ୍ଥାନର ଆଜମେରରୁ ଶୁଭାରମ୍ଭ କରିବେ। ୧୪ ବର୍ଷ ବୟସର…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ…

ଅଭିନେତ୍ରୀ ନିକିତା ହତ୍ୟା ମାମଲା: ସ୍ବାମୀ ଲିପନ ସାହୁଙ୍କୁ ଆଜୀବନ ଜେଲ

କଟକ,୨୬।୨(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ): ବହୁ ଚର୍ଚ୍ଚିତ ଅଭିନେତ୍ରୀ ନିକିତା ହତ୍ୟାକାଣ୍ଡ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ୍‌…

ପ୍ରଧାନାଚାର୍ଯ୍ୟ ଜାନକୀ ବଲ୍ଲଭଙ୍କ ପରଲୋକ

ଦିଗପହଣ୍ଡି,୨୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁ ବାସିନ୍ଦା ଜାନକୀ ବଲ୍ଲଭ ବିଷୋୟୀଙ୍କ ୫୭ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି। ଦିଗପହଣ୍ଡି…

T20 World Cup 2026: ଅଭିଷେକ-ସାମସନ ଭାଙ୍ଗିଲେ ଓପନିଂ ରେକର୍ଡ, ଜିମ୍ବାଓ୍ବେ ବିପକ୍ଷରେ…

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଟିମ ଇଣ୍ଡିଆର ଓପନିଂ ଯୋଡ଼ି ଶେଷରେ ନିଜର ପୁରୁଣା ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛି। ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଅଭିଷେକ ଶର୍ମା…

କାହିଁକି ଖେଳାଳିଙ୍କ ସୁରକ୍ଷା ମାଗିଲେ ଶ୍ରୀଲଙ୍କା ଅଧିନାୟକ, ଜାଣନ୍ତୁ…

କଲମ୍ବୋ,୨୬ା୨: ଟି୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି କେବଳ ଖେଳାଳିଙ୍କ ଫିଟ୍‌ନେସ ଓ ଫର୍ମ ଦାୟୀ ନୁହେଁ, ବରଂ ଦଳ ବାହାରେ ସୃଷ୍ଟି ହୋଇଥିବା…

କଳିଯୁଗର ପୁଅ…ବାପାଙ୍କ ଉପରେ କାଠ-କପଡା ପକାଇ ଜୀଅନ୍ତା ଜାଳିଦେଲେ

ଲକ୍ଷ୍ନୌ,୨୬।୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଜଣେ କୋଟିପତି ପିତାଙ୍କ ହତ୍ୟା ମାମଲା ସମାଧାନ ନହେଉଣୁ ଇଟାୱା ଜିଲାର ଜସୱନ୍ତନଗର ଅଞ୍ଚଳର ନିଲୋଇ ଗାଁରେ ଜଣେ ଏକମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri