ପ୍ରଥମଥର ହାତ ଧରାଧରି ହୋଇ ଆସିଲେ ଆଥିଆ-ରାହୁଲ

ବଲିଉଡ ଅଭିନେତା ସୁନୀଲ ଶେଟ୍ଟୀଙ୍କ ଝିଅ ତଥା ଅଭିନେତ୍ରୀ ଆଥିଆ ସେଟ୍ଟି ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରହିଥା’ନ୍ତି। ସେ କ୍ରିକେଟର କେ.ଏଲ ରାହୁଲଙ୍କ ସହ ସୋସିଆଲ ମିଡିଆରେ ଫଟୋ ଶେୟାର କରନ୍ତି। କେବଳ ଏତିକି ନୁହେଁ, ରାହୁଲ ମଧ୍ୟ ଫଟୋ ଶେୟାର କରନ୍ତି। ଏସବୁ ବ୍ୟତୀତ ଆଥିଆ ମଧ୍ୟ ରାହୁଲଙ୍କୁ ତାଙ୍କ ବିଦେଶ ଗସ୍ତରେ ମଧ୍ୟ ଆଥିଆଙ୍କୁ ସାଙ୍ଗରେ ନିଅନ୍ତି। ତେବେ ସୋସିଆଲ ମିଡିଆରେ ଉଭୟଙ୍କୁ ପରସ୍ପର ସହ ଦେଖିବାକୁ ମିଳିଛି। କିନ୍ତୁ, ଏବେ ଦୁହେଁ ନିଜ ସମ୍ପର୍କକୁ ଜନସାଧାରଣଙ୍କ ନିକଟକୁ ଆଣିବାକୁ ପ୍ରସ୍ତୁତ ଅଛନ୍ତି। ନିକଟରେ ଆଥିଆଙ୍କ ଭାଇ ଆହାନ ସେଟ୍ଟୀଙ୍କ ଡେବ୍ୟୁ ଫିଲ୍ମ ‘ତଡପ’ର ପ୍ରିମିୟରରେ ଉଭୟଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ଏହି ସମୟରେ ଫଟୋଗ୍ରାଫରଙ୍କୁ ଦୁହେଁ ପୋଜ ମଧ୍ୟ ଦେଇଥିଲେ।
ଫିଲ୍ମର ପ୍ରିମିୟର୍‌ରେ ପୁରା ସେଟ୍ଟୀ ପରିବାର ଉପସ୍ଥିତ ଥିଲେ। ବିଶେଷ କଥା ହେଲା କେ.ଏଲ ରାହୁଲ ମଧ୍ୟ ପାରିବାରିକ ଫଟୋରେ ଆଥିଆଙ୍କ ସହ ପୋଜ କରୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri