ଏଥର ଏକାଠି ଖେଳିବେନି ପାଣ୍ଡ୍ୟା ବ୍ରଦର୍ସ

ବେଙ୍ଗାଲୁରୁ, ୧୨।୨: ଆଇପିଏଲ୍‌-୨୦୨୨ରେ ଏକାଠି ଖେଳିବେନି ପାଣ୍ଡ୍ୟା ବ୍ରଦର୍ସ। ହାର୍ଦ୍ଦିକ ପାଣ୍ଡ୍ୟା ଓ କୃନାଲ ପାଣ୍ଡ୍ୟା ପ୍ରଥମଥର ଆଇପିଏଲ୍‌ରେ ଅଲଗା ଅଲଗା ଟିମ୍‌ ପକ୍ଷରୁ ଖେଳିବେ। ଅଲରାଉଣ୍ଡର କୃନାଲ ପାଣ୍ଡ୍ୟା ଚଳିତ ଆଇପିଏଲ୍‌ ନିଲାମରେ ନୂଆ ଫ୍ରାଞ୍ଚାଇଜି ଲକ୍ଷ୍ନୌ ସୁପର୍‌ ଜାଏଣ୍ଟସ ପାଇଁ ୮.୨୫ କୋଟିରେ ବିକ୍ରି ହୋଇଛନ୍ତି।

ପଞ୍ଜାବ କିଙ୍ଗ୍ସ କୃନାଲଙ୍କ ପାଇଁ ନିଲାମ ଆରମ୍ଭ କରିଥିଲା। ଏହା ପରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ, ହାଇଦ୍ରାବାଦ ଏବଂ ଲକ୍ଷ୍ନୌ ତାଙ୍କୁ ନେବା ପାଇଁ ଆଗ୍ରହ ଦେଖାଇଥିଲେ। ଶେଷରେ ଲକ୍ଷ୍ନୌ ତାଙ୍କୁ କିଣିଛି। ଅପରପକ୍ଷେ ହାର୍ଦ୍ଦିକ ୧୫ କୋଟି ମୂଲ୍ୟରେ ନୂଆ ଟିମ୍‌ ଅହମ୍ମଦାବାଦ ଟାଇଟନ୍ସର ଅଧିନାୟକ ହୋଇଛନ୍ତି। ପ୍ରଥମରୁ ଉଭୟ ଗୋଟିଏ ଟିମ୍‌ରୁ ଖେଳି ଆସୁଥିଲେ ହେଁ କୁନାଲଙ୍କୁ କିଣିବା ଲାଗି ଅହମ୍ମଦାବାଦ ଟିମ୍‌ ଆଗ୍ରହ ଦେଖାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୟସ ଜାଲିଆତି: ରାଜେଶ, କ୍ରୀଷ୍ଣାଙ୍କୁ ବାସନ୍ଦ କଲା ବିସିସିଆଇ

କଟକ ଅଫିସ,୨ା୧୧-ରାଜ୍ୟର ଦୁଇ ପ୍ରତିଭାବାନ କ୍ରିକେଟ ଖେଳାଳି ବୟସ ଜାଲିଆତିରେ ଫସିଛନ୍ତି। ସେମାନେ ହେଲେ ରାଜେଶ ମହାନ୍ତି ଓ କ୍ରୀଷ୍ଣା ପଲାଇ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ...

ବକ୍ସର ଅମିତ୍‌ଙ୍କୁ ୧ ନମ୍ବର ମାନ୍ୟତା

ନୂଆଦିଲ୍ଲୀ, ୧୩।୨ (ପି.ଟି.)- ଆସନ୍ତା ମାସରେ ହେବାକୁ ଥିବା ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟ ପୂର୍ବରୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ବକ୍ସିଂ ଟ୍ୟାକ୍ସ ଫୋର୍ସ ଭାରତର...

ରୁମାଲ ଚୋରି ଖେଳିଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨୭।୫- ମ୍ୟାଚ୍‌ ପୂର୍ବରୁ ପ୍ରାକ୍ଟିସବେଳେ ଖେଳାଳିମାନେ ଫିଟ୍‌ ରହିବା ପାଇଁ ସର୍ବଦା କିଛି ଅଲଗା ଖେଳ ଖେଳିଥାନ୍ତି। ଏହା ଖେଳାଳିଙ୍କୁ ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିବାରେ...

୭ମ ବିଶ୍ୱ ଟାଇଟଲଠାରୁ ଦୁଇ ପାଦ ଦୂରରେ ମେରୀକମ୍‌

ଉଲାନ-ଉଡେ(ରୁଷିଆ), ୧୦।୧୦: ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍‌.ସି. ମେରୀକମ୍‌ ଏଠାରେ ଚାଲିଥିବା ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପର ସେମିଫାଇନାଲରେ ପ୍ରବେଶ କରି ପଦକ ନିଶ୍ଚିତ...

ଅଷ୍ଟ୍ରେଲୀୟ ଫୁଟବଲର କୋଭିଡ-୧୯ ଆକ୍ରାନ୍ତ

ସିଡନୀ,୨୮।୩ (ଏ.ପି.):  ଅଷ୍ଟ୍ରେଲିଆର ଜଣେ ଏ-ଲିଗ୍‌ ଫୁଟବଲର କାରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ପ୍ରଥମ ଅଷ୍ଟ୍ରେଲୀୟ ପେସାଦାର ଫୁଟବଲ ଭାବା ସେ ଏହି ଭାଇରସ୍‌ ଦ୍ୱାରା...

ଚେସ୍‌ ବିଶ୍ୱକପ୍‌ ପାଇଁ ଗୁଜରାଠୀଙ୍କୁ ଯୋଗ୍ୟତା

ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍‌ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍‌ ବିଶ୍ୱକପ୍‌ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ...

ଜାପାନକୁ ହାଲ୍‌କା ନେଉନାହୁଁ: ରିଡ୍‌

ଭୁବନେଶ୍ୱର, ୧୪।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଜାପାନ ବିପକ୍ଷ ସେମିଫାଇନାଲକୁ ଗୁରୁତ୍ୱର ସହ ନେଉଛନ୍ତି ଭାରତ କୋଚ୍‌ ଗ୍ରାହାମ୍‌...

କରୋନା ଭାଇରସ ଡର: ଖାଲି ଷ୍ଟାଡିୟମରେ ଖେଳାଯିବ ଆଇଏସ୍‌ଏଲ ଫାଇନାଲ

ନୂଆଦିଲ୍ଲୀ,୧୩।୩(ପି.ଟି.)- କରୋନା ଭାଇରସ ଯୋଗୁ ବିଶ୍ୱରେ ବହୁ କ୍ରୀଡ଼ାଭିତ୍ତିକ ଇଭେଣ୍ଟ ପ୍ରଭାବିତ ହୋଇଛି। ଏଥିରୁ ଫୁଟବଲ ବାଦ୍‌ ପଡ଼ିନାହିଁ। ବିଶ୍ୱର ବହୁ ଶୀର୍ଷ ସ୍ତରୀୟ ଲିଗ୍‌...

Advertisement
Archives

Model This Week