Posted inଜାତୀୟ

୫୮ ବର୍ଷରେ ପ୍ରଥମ ଥର ପାଇଁ ଏଲ୍‌ଏସିରେ ମାଇନସ୍‌ ତାପମାତ୍ରାରେ ବି ଭାରତ-ଚାଇନା ମୁହାଁମୁହିଁ

ଲେହ, ୧୪।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଗତ ୫୮ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ମାଇନସ୍‌ ତାପମାତ୍ରାରେ ଭାରତ ଏବଂ ଚାଇନା ମୁହାଁମୁହିଁ ସ୍ଥିତିରେ ରହିଛନ୍ତି। ଅକ୍ଟୋବର ନଭେମ୍ବରରେ ଏଠାକାର ତାପମାତ୍ରା ମାଇନସ୍‌ ୧୪ ଡିଗ୍ରୀ ପର୍ଯ୍ୟନ୍ତ ଖସି ଯାଇଥାଏ। ତେଣୁ ଏହି ମାସଗୁଡ଼ିକରେ ଦୁଇପକ୍ଷ ପଛକୁ ହଟି ଯାଇଥାନ୍ତି। ତେବେ ଚଳିତ ବର୍ଷ ଦୁିପକ୍ଷଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିବାରୁ ଉଭୟ ପକ୍ଷ ନିମ୍ନ ତାପମାତ୍ରାରେ ବି ପଛକୁ ହଟି ନାହାଁନ୍ତି। ୧୯୬୨ ଅକ୍ଟୋବର ୨୦ରେ ଚାଇନା ସୈନ୍ୟ ଭାରତ ଉପରେ ଆକ୍ରମଣ କରିଥିଲେ। ଏକ ମାସ ପରେ ୨୧ ନଭେମ୍ବରରେ ଚାଇନା ଏକ ତରଫା ଅସ୍ତ୍ରବିରତି ଘୋଷଣା କରିଥିଲା। ସେବେଠାରୁ ବର୍ତ୍ତମାନ ସୁଦ୍ଧା ଦୁଇ ପକ୍ଷ ଆଉ ମାଇନସ୍‌ ତାପମାତ୍ରାରେ ମୁହାଁମୁହି ହୋଇ ନ ଥିଲେ। ୫୮ ବର୍ଷ ତଳର ସୀମା ବିବାଦ ଏବେ ମଧ୍ୟ ଜାରି ରହିଥିବାରୁ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦୁଇ ପକ୍ଷଙ୍କ ମଧ୍ୟରେ ୭ ଥର ଶାନ୍ତି ଆଲୋଚନା ହୋଇଥିଲେ ବି କୌଣସି ସୁଫଳ ମିଳି ପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri