Posted inଜାତୀୟ

୫୮ ବର୍ଷରେ ପ୍ରଥମ ଥର ପାଇଁ ଏଲ୍‌ଏସିରେ ମାଇନସ୍‌ ତାପମାତ୍ରାରେ ବି ଭାରତ-ଚାଇନା ମୁହାଁମୁହିଁ

ଲେହ, ୧୪।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଗତ ୫୮ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ମାଇନସ୍‌ ତାପମାତ୍ରାରେ ଭାରତ ଏବଂ ଚାଇନା ମୁହାଁମୁହିଁ ସ୍ଥିତିରେ ରହିଛନ୍ତି। ଅକ୍ଟୋବର ନଭେମ୍ବରରେ ଏଠାକାର ତାପମାତ୍ରା ମାଇନସ୍‌ ୧୪ ଡିଗ୍ରୀ ପର୍ଯ୍ୟନ୍ତ ଖସି ଯାଇଥାଏ। ତେଣୁ ଏହି ମାସଗୁଡ଼ିକରେ ଦୁଇପକ୍ଷ ପଛକୁ ହଟି ଯାଇଥାନ୍ତି। ତେବେ ଚଳିତ ବର୍ଷ ଦୁିପକ୍ଷଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିବାରୁ ଉଭୟ ପକ୍ଷ ନିମ୍ନ ତାପମାତ୍ରାରେ ବି ପଛକୁ ହଟି ନାହାଁନ୍ତି। ୧୯୬୨ ଅକ୍ଟୋବର ୨୦ରେ ଚାଇନା ସୈନ୍ୟ ଭାରତ ଉପରେ ଆକ୍ରମଣ କରିଥିଲେ। ଏକ ମାସ ପରେ ୨୧ ନଭେମ୍ବରରେ ଚାଇନା ଏକ ତରଫା ଅସ୍ତ୍ରବିରତି ଘୋଷଣା କରିଥିଲା। ସେବେଠାରୁ ବର୍ତ୍ତମାନ ସୁଦ୍ଧା ଦୁଇ ପକ୍ଷ ଆଉ ମାଇନସ୍‌ ତାପମାତ୍ରାରେ ମୁହାଁମୁହି ହୋଇ ନ ଥିଲେ। ୫୮ ବର୍ଷ ତଳର ସୀମା ବିବାଦ ଏବେ ମଧ୍ୟ ଜାରି ରହିଥିବାରୁ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦୁଇ ପକ୍ଷଙ୍କ ମଧ୍ୟରେ ୭ ଥର ଶାନ୍ତି ଆଲୋଚନା ହୋଇଥିଲେ ବି କୌଣସି ସୁଫଳ ମିଳି ପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଟପ୍‌ ଟେନ୍‌ ଧନଶାଳୀ ବ୍ୟକ୍ତି ତାଲିକା: ଓ୍ବାରେନ୍‌ ବଫେଟଙ୍କୁ ପଛରେ ପକାଇଲେ ମୁକେଶ

ନୂଆଦିଲ୍ଲୀ,୧୧।୭: ସମ୍ପତ୍ତି ମାମଲାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ ଓ୍ବାରେନ ବଫେଟଙ୍କୁ ପଛରେ ପକାଇଦେଇଛନ୍ତି। ବ୍ଲୁମମର୍ଗ ବିଲେନିୟର ଇଣ୍ଡେକ୍ସ ଅନୁଯାୟୀ ଗୁରୁବାର ସୁଦ୍ଧା ମୁକେଶଙ୍କ...

ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୨।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୪୫୧ ଜଣ...

ଉତ୍ତର-ପୂର୍ବରେ ନାଗରିକତ୍ୱ ବିଲ୍‌ ନିଆଁ: ପୋଲିସ ଗୁଳିରେ ୨ ମୃତ

ଗୁଆହାଟୀ/ନୂଆଦିଲ୍ଲୀ,୧୩।୧୨(ପି.ଟି./ଆଇଏଏନ୍‌ଏସ୍‌):ନାଗରିକତ୍ୱ ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ଏହାକୁ ନେଇ ବିରୋଧ ତେଜିବାରେ ଲାଗିଛି। ଆସାମରେ ଗୁରୁବାର ସ୍ଥିତି ଅଣାୟତ୍ତ ହୋଇପଡ଼ିଛି।...

ପିଲା ପାଠ ପଢ଼ୁ ନାହିଁ କି ତା’ହେଲେ ଆପଣାନ୍ତୁ ଏହି ଉପାୟ

ସବୁ ଅଭିଭାବକ ମାନଙ୍କର ସ୍ବପ୍ନ ଥାଏ ଯେ ସେମାନଙ୍କର ପିଲା ପାଠ ପଢ଼ି ଭଲ ମଣିଷ ହେବ। ହେଲେ ଆଜିକାଲି ଅଧିକରୁ ଅଧିକ ପିଲା ପାଠପଢ଼ାରେ...

ରମଜାନ୍‌ର ପ୍ରଥମ ୧୦ ଦିନ ଲକ୍‌ଡାଉନ୍‌ରେ: ଘରେ ରହି ପାଳନ କରିବାକୁ ସରକାର ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟରେ ଏପ୍ରିଲ୍‌...

ସୋରେନ୍‌ଙ୍କ ବିବାଦୀୟ ମନ୍ତବ୍ୟ:ଇସିଙ୍କୁ ଫେରାଦ ହେଲା ଭାଜପା

ରାଞ୍ଚତ୍, ୨୦।୧୨(ପି.ଟି.):ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍‌ ଏକ ନିର୍ବାଚନୀ ରାଲିରେ ଭାଜପା ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଅଡୁଆରେ ପଡିଯାଇଛନ୍ତି। ପାକୁର...

ଉନ୍ନାଓରେ ୧୧ ପୋଲିଂ ବୁଥ୍‌ରେ ଇଭିଏମ୍‌-ଭିଭିପାଟ ଖରାପ୍‌

ଉନ୍ନାଓ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ବୁଧବାର ମତଦାନ ଜାରି ରହିଥିବା ବେଳେ ଅନେକ ସ୍ଥାନରେ ଲୋକମାନେ ଭୋଟ ଦେବାରୁ ବଞ୍ଚିତ ହୋଇଛନ୍ତି। କେଉଁଠାରେ ଲୋକମାନେ ନିଜେ...

ପରି ଚୌକ ମେଟ୍ରୋ ଷ୍ଟେଶନ ହେଲା ‘ପିଙ୍କ ଷ୍ଟେଶନ’: ମହିଳାଙ୍କୁ ମିଳିବ ସୁବିଧା

ନୂଆଦିଲ୍ଲୀ,୬।୩: ନଏଡା ସେକ୍ଟର ୭୬ ଓ ପରି ଚୌକ ମେଟ୍ରୋ ଷ୍ଟେଶନକୁ ‘ପିଙ୍କ ଷ୍ଟେଶନ’ ଭାବେ ନାମିତ କରାଯାଇଛି। ଶୁକ୍ରବାର ନଏଡା ମେଟ୍ରୋ ରେଲ କର୍ପୋରେଶନର...

Advertisement
Archives

Model This Week