ନନ୍ଦନକାନନରେ ପ୍ରଥମଥର ହେବ ଇଣ୍ଟର୍ନଶିପ ପ୍ରୋଗ୍ରାମ

ବାରଙ୍ଗ,୧୬।୭(ଡି.ଏନ୍‌.ଏ): ଜୀବଜନ୍ତୁ, ବୃକ୍ଷଲତା, ଆର୍ଦ୍ରଭୂମି ଓ ପରିବେଶ ଉପରେ ଦେଶ-ବିଦେଶର ସ୍ବୀକୃତିପ୍ରାପ୍ତ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସ୍ନାତକୋତ୍ତର ଓ ପୋଷ୍ଟ ଗ୍ରାଜୁଏଟ କରିବାକୁ ଚାହୁଁଥିବା ଛାତ୍ରୀଛାତ୍ରମାନେ ସେମାନଙ୍କ ପୂର୍ବଜ୍ଞାନ ଆହରଣ ପାଇଁ ଓ ପ୍ରାଥମିକ ଶିକ୍ଷା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପ୍ରଥମଥର ପାଇଁ ତାଲିମ ଦିଆଯିବ। ଏ ନେଇ ଇଚ୍ଛୁକ ଛାତ୍ରୀଛାତ୍ର ଚଳିତ ୧୫ତାରିଖରୁ ନନ୍ଦନକାନନ ଓ୍ବେବସାଇଟରେ ଆବେଦନ କରିପାରିବେ। ଏଥିରେ ସର୍ବାଧିକ ୧୦ଜଣ ଛାତ୍ରୀଛାତ୍ରଙ୍କୁ ମନୋନୀତ କରାଯିବ। ବର୍ଷକୁ ୪ଟି ପର୍ଯ୍ୟାୟରେ ଏପ୍ରିଲରୁ ଜୁନ, ଜୁଲାଇରୁ ସେପ୍ଟେମ୍ବର, ଅକ୍ଟୋବରରୁ ଡିସେମ୍ବର, ଜାନୁଆରୀରୁ ମାର୍ଚ୍ଚରେ ଛାତ୍ରୀଛାତ୍ରଙ୍କୁ ୩ମାସ ଲେଖାଏ ତାଲିମ ଦିଆଯିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ଡ. ସଞ୍ଜିତ କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri