Posted inଜାତୀୟ

ସେନାରେ ପୋଲିସରେ ପ୍ରଥମ ଥର ଲାଗି ଭର୍ତ୍ତି ହେବେ ମହିଳା

ନୂଆଦିଲ୍ଲୀ,୨୫।୪: ଭାରତୀୟ ବାୟୁସେନାରେ ସାମିଲ ହେବାପାଇଁ ଯେଉଁ ମହିଳାମାନେ ସ୍ବପ୍ନ ଦେଖୁଥିଲେ ସେମାନଙ୍କ ପାଇଁ ଆସିଛି ଖୁସି ଖବର। ଏଥିପାଇଁ ମହିଳାମାନେ ଅନ୍‌ ଲାଇନ୍‌ ଆବେଦନ କରିପାରିବେ। ଗୁରୁବାରଠାରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ସେନାମୁଖ୍ୟ ଭାବେ ବିପିନ ରାଓ୍ବତ ଯୋଗଦେବା ପରେ ମହିଳାଙ୍କୁ ସେନା ପୋଲିସରରେ ସାମିଲ ହେବା ପ୍ରକ୍ରିୟା ଆରମ୍ଭ କରିବା କଥା ଉଠାଇଥିଲେ। ପରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏଥିପାଇଁ ମଞ୍ଜୁରୀ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

ଅବତରଣବେଳେ ରନ୍‌ଓ୍ବେରେ ପିଟିହେଲା ବିମାନ

ଦିଲ୍ଲୀ,୨୧ା୫: ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାରଇଣ୍ଡିଆର ଏକ ବିମାନ ଅବତରଣ ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବେଙ୍ଗାଲୁରୁ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିମାନ AI ୨୬୫୧ର…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ…

ଅଭିଷେକଙ୍କୁ ବଡ଼ ଆଶ୍ୱସ୍ତି, ହେଲେ କରିପାରିବେନି ବିଦେଶ ଯାତ୍ରା

କୋଲକାତା,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ମାମଲାରେ ତୃଣମୂଳ କଂଗ୍ରେସ ନେତା ଏବଂ ଏମପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି।…

ଭାରତର ଆଉ ଜଣେ ଶତ୍ରୁ ନିପାତ, ପୁଲୱାମା ଆକ୍ରମଣର ଥିଲେ ମାଷ୍ଟରମାଇଣ୍ଡ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ୧୪ ଫେବୃଆରୀ, ୨୦୧୯ରେ ପୁଲୱାମା ଆତଙ୍କବାଦୀ ଆକ୍ରମଣ ସହିତ ଜଡିତ ବୋଲି ବିଶ୍ୱାସ କରାଯାଉଥିବା ଆତଙ୍କବାଦୀ ହମଜା ବୁରହାନଙ୍କୁ ପାକ ଅଧିକୃତ କଶ୍ମୀରରେ ଗୁଳି କରି…

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ…

ଏବେ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଦେବାକୁ ପଡିବ ଏତେ ଟଙ୍କା! ଜାରି ହେଲା ନୂଆ ଦାମ୍‌

ନୂଆଦିଲ୍‌ଲୀ,୨୧।୫: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଏବଂ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଯୋଗୁଁ, ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri