ପ୍ରଥମ ଥର ପାଇଁ କିମ୍‌ଙ୍କ ଝିଅ ସାମ୍ନାକୁ ଆସିଲେ…

ପ୍ୟୋଙ୍ଗୟାଙ୍ଗ,୧୯।୧୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନଙ୍କ ବିଷୟରେ ଅନେକ ଗୁପ୍ତ କଥା ଅଛି ଯାହା କେହି ଜାଣନ୍ତି ନାହିଁ। ବିଶେଷକରି ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ବହୁତ କମ ତଥ୍ୟ ଦୁନିଆକୁ ଜଣା। ତେବେ କିମ୍‌ ଜୋଙ୍ଗ ଉନ ପ୍ରଥମ ଥର ପାଇଁ ତାଙ୍କ ଝିଅ ସହିତ ସାମ୍ନାକୁ ଆସିଛନ୍ତି।

ନ୍ୟୁଜ ଏଜେନ୍ସି କେସିଏନଏ ଶନିବାର ରିପୋର୍ଟ କରିଛି ଯେ ଉତ୍ତର କୋରିଆ ଶୁକ୍ରବାର ଏକ ଆନ୍ତଃ ମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ରଏଟର୍ସ ରିପୋର୍ଟ ଅନୁଯାୟୀ, ଏହି କ୍ଷେପଣାସ୍ତ୍ର ପରୀକ୍ଷଣର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି କିମ୍‌ଙ୍କ ଝିଅ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ସେ ତାଙ୍କ ପିତାଙ୍କ ହାତ ଧରି ଠିଆ ହୋଇଥିବାର ନଜର ଆସିଛନ୍ତି। ସେ ଏକ ଧଳା ଜ୍ୟାକେଟ ପିନ୍ଧିଛନ୍ତି।

କିମ୍‌ ଜୋଙ୍ଗ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଅନେକ ତଥ୍ୟ ଲୁଚାଇ ରଖିଛନ୍ତି। ଯଦିଓ ତାଙ୍କ ଝିଅର ଫଟୋ ଦୁନିଆ ସାମ୍ନାକୁ ଆସିଛି, କିନ୍ତୁ ତାଙ୍କ ନାମ ଏପର୍ଯ୍ୟନ୍ତ କେହି ଜାଣି ନାହାଁନ୍ତି। ଆମେରିକାର ଷ୍ଟିମସନ ସେଣ୍ଟରର ଉତ୍ତର କୋରିଆର ନେତୃତ୍ୱ ବିଶେଷଜ୍ଞ କହିଛନ୍ତି ଯେ କିମ୍‌ ଜୋଙ୍ଗଙ୍କ ଝିଅକୁ ପ୍ରଥମ ଥର ପାଇଁ ଏକ ସାଧାରଣ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଛି।

ବିଶେଷଜ୍ଞମାନେ କହିଛନ୍ତି ଯେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସନର ତିନୋ ଜଣ ସନ୍ତାନ ଅଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଜଣ ଝିଅ ଏବଂ ଗୋଟିଏ ପୁଅ ଅଛନ୍ତି। ଏହାପୂର୍ବରୁ ୨୦୧୩ ରେ ଅବସରପ୍ରାପ୍ତ ତାରକା ଡୋନିସ ରୋଡମ୍ୟାନ କହିଥିଲେ ଯେ କିମ୍‌ ଜୋଙ୍ଗ ଉଙ୍କର ଜୋ ଏ ନାମକ ଜଣେ ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri