ପ୍ରଥମଥର ପାଇଁ ତୋସାଖାନା ଉପହାରକୁ ସାର୍ବଜନୀନ କଲା ପାକିସ୍ତାନ

ଇସଲାମାବାଦ,୧୩ା୩: ପାକିସ୍ତାନ ଇତିହାସରେ ପ୍ରଥମଥର ପାଇଁ ସରକାର ତୋସାଖାନାଙ୍କ ଉପହାରର ରେକର୍ଡ ସାର୍ବଜନୀନ କରିଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ୪୪୬ ପୃଷ୍ଠା ସମ୍ବଳିତ ତଥ୍ୟରେ ୨୦୦୨ରୁ ୨୦୨୩ ମଧ୍ୟରେ ରେକର୍ଡ ରହିଛି। ପାକିସ୍ତାନର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରୀମାନେ ଗ୍ରହଣ କରିଥିବା ଉପହାର ତାଲିକା ସାର୍ବଜନୀନ କରାଯାଇଛି।

In a first, Pakistan releases Toshakhana gifts record

ଏଥିମଧ୍ୟରୁ ଇମ୍ରାନ ଖାନ୍‌ ୮୫ ମିଲିୟନ ପାକିସ୍ତାନୀ ମୂଲ୍ୟର ଏକ ହୀରା-ସୁନା ଘଣ୍ଟା କିଣିଛନ୍ତି। ସେହିପରି ପୂର୍ବତନ ରାଷ୍ଟ୍ରପତି ଜେନେରାଲ (ଅବସରପ୍ରାପ୍ତ) ପରଭେଜ ମୁଶାରଫ, ପୂର୍ବତନ ପ୍ରଧାନମନ୍ତ୍ରୀ ସୌକତ ଅଜିଜ୍‌, ୟୁସୁଫ୍‌ ରାଜା ଗିଲାନି, ରାଜା ପରଭେଜ ଅଶ୍ରଫ୍‌, ନଓ୍ବାଜ ସରିଫଙ୍କ ଦ୍ୱାରା ଦିଆଯାଇଥିବା ଉପହାରଗୁଡ଼ିକରେ ରେକର୍ଡ କରାଯାଇଛି। ଏହି ରେକର୍ଡରେ ଦର୍ଶାଯାଇଛି ଯେ, କେବଳ ଇମ୍ରାନ ୮.୫ କୋଟି ମୂଲ୍ୟର ହୀରା-ସୁନା ଘଣ୍ଟା, ୧୫ ଲକ୍ଷ ମୂଲ୍ୟର କଲମ ଏବଂ ୮୭ ଲକ୍ଷ ମୂଲ୍ୟର ମୁଦି କିଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?