ପ୍ରଥମ ଥର ପାଇଁ ମାସ୍କ୍‌ ପିନ୍ଧିଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୧୨।୭: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ଆମେରିକାରେ କରୋନା ସଂକ୍ରମଣ ଖବର ଅପେକ୍ଷା ଏବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଏକ ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ଟ୍ରମ୍ପ୍‌ ମାସ୍କ୍‌ ପିନ୍ଧିଥିବା ଦେଖିବାକୁ ମିଳୁଛି। କରୋନା ସଂକ୍ରମଣ ଆରମ୍ଭ ସମୟରେ ମାସ୍କ୍‌ ପିନ୍ଧିବାକୁ ନାପସନ୍ଦ କରିଥିବା ଟ୍ରମ୍ପ୍‌ ଏବେ ମାସ୍କ୍‌ ପିନ୍ଧି କହିଛନ୍ତି ଯେ, ଏହାକୁ ପିନ୍ଧିବା ଭଲ। ଶନିବାର ଏଠାରେ ଗୋଟିଏ ଦିନରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ ହଜାର ଟପିଛି। ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍ଷେ ୩୬ ହଜାରରୁ ଅଧିକ ଳୋକଙ୍କ ଜୀବନ ଯାଇଛି। ତେବେ ମାସ୍କ୍‌ ପିନ୍ଧି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଟ୍ରମ୍ପ୍‌ ଗୁରୁତ୍ୱପୂର୍ଣ୍ଣ ସଚେତନତା ସଙ୍କେତ ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ୮ କରୋନା ରୋଗୀ ଚିହ୍ନଟ, ସ୍ବାସ୍ଥ୍ୟ ବିଭାଗ ତତ୍ପର

କେନ୍ଦୁଝର,୨୬।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଜିଲା ମୁଖ୍ୟାଳୟରେ ପ୍ରଥମ ରୋଗୀ ଚିହ୍ନଟ ହୋଇଛି। ସ୍ଥାନୀୟ ନିହାଲ...

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଲା

ଭଦ୍ରକ ଅଫିସ,୨୨ା୫: ଜିଲାରେ ଶୁକ୍ରବାର ୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ଟୁଇଟର୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ...

ମାଛଧରା ପ୍ରତିଯୋଗିତାରେ ଆବୁଧାବି ଚାମ୍ପିୟନ: ୩୯ ଲକ୍ଷରେ ବିକ୍ରି ହେଲା ୩୦.୮୫ କିଗ୍ରା ଓଜନର ବଡ଼ମାଛ

ଆବୁଧାବି,୬।୨:ଅନ୍ତର୍ଜାତୀୟ ମାଛଧରା ପ୍ରତିଯୋଗିତାରେ ଆବୁଧାବି ଚାମ୍ପିୟନ୍‌ ହୋଇଛି। ଅନ୍ତର୍ଜାତୀୟ ମେରାଇନ୍‌ ସ୍ପୋର୍ଟ କ୍ଲବ୍‌ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ଆବୁଧାବିର ହମଦାନ୍‌ ଅବଦୁଲା ଅଲ୍‌ଙ୍କୁ ବିଜେତା...

୩୨ଦିନ ମୃତ୍ୟୁ ସହ ଛକାପଞ୍ଝା

ଓ୍ବେଲିଂଟନ: ସମୁଦ୍ରର ଅଥଳ ଜଳରାଶି। ଦୀର୍ଘ ୩୨ଦିନ ମୃତ୍ୟୁ ସହ ଛକାପଞ୍ଝା। ଶେଷରେ ବଞ୍ଚିବାର ଇଚ୍ଛା ଆଗରେ ହାରିଯାଇଛି ମୃତ୍ୟୁ। ହଲିଉଡ୍‌ ଚଳଚ୍ଚିତ୍ରର କାହାଣୀ ପରି...

CORONAVIRUS UPDATE: ନୂଆ ୩ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା, ଅଛନ୍ତି ୨ ପୁରୁଷ, ଜଣେ ଯୁବତୀ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ୩ ନୂଆ କରୋନା ପଜିଟିଭ୍‌ଙ୍କ ତଥ୍ୟ ମିଳିଛି। ରାଜ୍ୟ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ,...

ଚିତ୍ରକୋଣ୍ଡାର ୧୮ଟି ପଞ୍ଚାୟତ ବସ୍‌ ସେବାରୁ ବଞ୍ଚିତ

ଚିତ୍ରକୋଣ୍ଡା,୧୧।୬(ଡି.ଏନ୍‌.ଏ): କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହେବା ପରେ ମାର୍ଚ୍ଚ ମାସ ୨୩ଠାରୁ ସମସ୍ତ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। ଫଳରେ...

ଶ୍ରୀଲଙ୍କା ଆକ୍ରମଣରେ ମୃତକଙ୍କ ଭାଇରାଲ ହୋଇଥିବା ଫଟୋ ୧୩ ବର୍ଷର ପୁରୁଣା

କଲମ୍ବୋ,୨୯।୪: ଶ୍ରୀଲଙ୍କାରେ ଏପ୍ରିଲ ୨୧ ଇଷ୍ଟର ଉତ୍ସବ ପାଳିତ ହେଉଥିବା ବେଳେ ସିରିଏଲ ବିସ୍ଫୋରଣ ହୋଇଥିଲା। ଏହି ଆକ୍ରମଣରେ ୨୫୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଶହରୁ...

କରୋନା ପଜିଟିଭ୍‌ ପରେ ବି କମି ନାହିଁ ମନୋବଳ: ଯୋଗ, ବ୍ୟାୟାମ କରୁଛନ୍ତି ପୋଲିସକର୍ମୀ

ନୂଆଦିଲ୍ଲୀ,୨୪।୪: ସାରା ବିଶ୍ୱ କରୋନା ଭାଇରସ୍‌କୁ ନେଇ ଆତଙ୍କିତ ହୋଇପଡ଼ିଛି। ସମସ୍ତେ ଏହି ସଂକ୍ରମଣକୁ ନେଇ ଭୟଭୀତ ହୋଇପଡ଼ିଥିବା ବେଳେ ଏହାରି ଭିତରେ ଦିଲ୍ଲୀ ପୋଲିସର...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *