Posted inଜାତୀୟ

‘ଗାନ୍ଧୀ ପରିବାର ପାଇଁ ଗୋଆ କେବଳ ଭ୍ୟାକେଶନ ସ୍ପଟ୍‌’

ପୋଣ୍ଡା(ଗୋଆ),୩୦।୧: “ଭାଜପା ଗୋଆକୁ ବିକାଶ ଆଣିଛି। ଗାନ୍ଧୀ ପରିବାର ପାଇଁ ଗୋଆ କେବଳ ଏକ ଭ୍ୟାକେଶନ ସ୍ପଟ (ଛୁଟି କାଟିବା ସ୍ଥାନ)। ଭାଜପା ଲାଗି ଗୋଆର ଅର୍ଥ ହେଉଛି ଗୋଲ୍ଡେନ ଗୋଆ”। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉତ୍ତର ଗୋଆର ପୋଣ୍ଡା ସହରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରବିବାର ଯୋଗଦେଇ ଏଭଳି ଶବ୍ଦରେ କଂଗ୍ରେସକୁ ସମାଲୋଚନା କରିଛନ୍ତି।

ଭାଜପା ସରକାର ଆସିବା ପରେ ରାଜ୍ୟର ବଜେଟ ୪୩୨ କୋଟି (୨୦୧୩-୧୪)ରୁ ୨,୫୬୭ କୋଟିରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗମ୍ବର କମାତ ରାଜ୍ୟରେ ଭିତ୍ତିଭୂମି ବିକାଶ ପାଇଁ କିଛି କରି ନ ଥିଲେ। ମାତ୍ର ଭାଜପା ତା’ର ପ୍ରତିଶ୍ରୁତି ପୂରଣ କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କ ‘ଗୋଲ୍ଡେନ ଗୋଆ’ ସ୍ବପ୍ନକୁ ସାକାର କରିବା ପାଇଁ ଗୋଆ ମୁଖ୍ୟମନ୍ତ୍ରୀ ସାଓ୍ବନ୍ତ କଠିନ ପରିଶ୍ରମ କରୁଛନ୍ତି ବୋଲି ବରିଷ୍ଠ ଭାଜପା ନେତା କହିଛନ୍ତି।

ଗୋଆରେ କୋଭିଡ୍‌-୧୯ ଟିକାକରଣ ପ୍ରକ୍ରିୟାର ଉଦ୍‌ହାରଣ ଦେଇ ଶାହା କହିଛନ୍ତି, ଗୋଆର ଟିକାକରଣ ଗତି ଦେଶରେ ସବୁଠୁ ଦ୍ରୁତତମ ଥିଲା। ପ୍ରମୋଦ ସାଓ୍ବନ ଜୀଙ୍କ ସରକାର ପ୍ରଥମେ ଶତ ପ୍ରତିଶତ ଟିକାକରଣ ସଫଳତା ହାସଲ କରିଥିଲା। ପିଲାମାନଙ୍କୁ ମଧ୍ୟ ଦ୍ରୁତଗତିରେ ଟିକା ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri