Posted inରାଜ୍ୟ

ଜଗନ୍ନାଥ ମନ୍ଦିରରେ ବିଭ୍ରାଟ, ସେବାୟତଙ୍କ ବିବାଦ ପାଇଁ ଲାଗିପାରିଲାନି ପତିତପାବନ ବାନା

ପୁରୀ, ୧୨।୦୭: ପୁରୀରେ ରଥଯାତ୍ରା ଚାଲିଥିବା ବେଳେ ଗୋଟିଏ ପରେ ଗୋଟିଏ ବିଭ୍ରାଟ ସାମ୍ନାକୁ ଆସୁଛି । ନିକଟରେ ପହଣ୍ଡି ବେଳେ ବଳଭଦ୍ରଙ୍କ ବିଗ୍ରହ ରଥରୁ ଖସି ତଳକୁ ମୁହଁ ମାଡ଼ି ପଡ଼ିଯିବା ପରେ ବିବାଦ ସୃଷ୍ଟି ହୋଇଥିଲା । କେଉଁ କାରଣରୁ ଏପରି ଘଟଲା ତାହା ତର୍ଜମା କରିବା ପାଇଁ ଏକ ୩ ଜଣିଆ କମିଟି ମଧ୍ୟ ଗଠନ କରାଯାଇଥିଲା । ହେଲେ ଏବେ ପୁଣି ଆଉ ଗୋଟିଏ ବିଭ୍ରାଟ ସାମ୍ନାକୁ ଆସିଛି । ଦଇତାପତି ସେବକ ଏବଂ ଚୁନରା ସେବକଙ୍କ ମଧ୍ୟରେ ବିବାଦ କାରଣରୁ ନୀଳଚକ୍ରରେ ପ୍ରତିଦିନ ସଂଧ୍ୟାରେ ବନ୍ଧାଯାଉଥିବା ବାନା ଆଜି ବନ୍ଧାଯାଇପାରିନାହିଁ ।

ତେବେ ଏହି ଘଟଣାକୁ ଗୁରୁତ଼୍ବର ସହ ନେଇ ନୀଳଚକ୍ରରେ ବାନା ଲଗାଇବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେବାୟତଙ୍କ ମଧ୍ୟରେ ବିବାଦ ତୁଟିନଥିବା ବେଳେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଉଡ଼ୁଥିବା ହଳଦିଆ ବାନା ସ୍ଥାନରେ ୧ ନମ଼୍ବରରେ ଲାଲ୍‌ ବାନା ବନ୍ଧାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri