Posted inଖେଳ

ଦ୍ୱିତୀୟ ଥର ପାଇଁ ୟୁଏସ୍‌ ଓପନ୍‌ ଟାଇଟଲ୍ ଜିତିଲେ ଓସାକା

ନ୍ୟୁୟର୍କ, ୧୩।୯: ଚତୁର୍ଥ ସିଡ୍‌ ଜାପାନାର ନାଓମି ଓସାକା ଏଠାରେ ଅନୁଷ୍ଠିତ ୟୁଏସ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସରେ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ଓସାକା ୧-୬, ୬-୩, ୬-୩ ସେଟ୍‌ରେ ବିଶ୍ୱର ପୂର୍ବତନ ଏକ ନମ୍ବର ଖେଳାଳି ବେଲାରୁଷର ଭିକ୍ଟୋରିଆ ଆଜାରେଙ୍କାଙ୍କୁ ପରାସ୍ତ କରି ଟାଇଟଲ୍‌ ଜିତିଥିଲେ। ୨୨ ବର୍ଷୀୟା ଓସାକା ଏହି ମ୍ୟାଚ୍‌ ଜିତିବାକୁ ଏକ ଘଣ୍ଟା ୫୩ ମିନିଟ୍‌ ସମୟ ନେଇଥିଲେ। ୧୯୯୪ ପରେ ଏହା ପ୍ରଥମ ଘଟଣା ଯେତେବେଳେ ମହିଳା ସିଙ୍ଗଲ୍ସ ଫାଇନାଲର ପ୍ରଥମ ସେଟ୍‌ ହାରିବା ପରେ ଜଣେ ଖେଳାଳି ୟୁଏସ୍‌ ଓପନ୍‌ ଟାଇଟଲ୍‌ ଜିତିଛନ୍ତି। ଓସାକା କ୍ୟାରିୟରର ୨ୟ ଥର ଲାଗି ଏହି ସମ୍ମାନଜନକ ଟ୍ରଫି ଜିତିଛନ୍ତି। ଏଥିପୂର୍ବରୁ ସେ ୨୦୧୮ରେ ୟୁଏସ୍‌ ଓପନ୍‌ ବିଜୟୀନି ହୋଇଥିଲେ। ଓସାକାଙ୍କ ନାମରେ ମଧ୍ୟ ଅଷ୍ଟ୍ରେଲିଆନ୍‌ ଓପନ୍‌ (୨୦୧୯) ଟାଇଟଲ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଲେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି । ମଙ୍ଗଳବାର…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri