Posted inଭଦ୍ରକ

ବିଶ୍ୱ ହକି ଟ୍ରଫି ପରିକ୍ରମା ପାଇଁ ଉଠା ଦୋକାନୀଙ୍କୁ ଉଚ୍ଛେଦ: ଘଟଣାସ୍ଥଳରେ ଉତ୍ତେଜନା

ଭଦ୍ରକ ଅଫିସ,୫ା୧: ପୁରୁଷ ବିଶ୍ୱ ହକି ଟ୍ରଫି ପରିକ୍ରମା ପାଇଁ ଭଦ୍ରକ ସହର ମହତାବ ଛକଠାରୁ ଅପର୍ତ୍ତିବିନ୍ଧା ଛକ ପର୍ଯ୍ୟନ୍ତ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଉଚ୍ଛେଦ ଆରମ୍ଭ କରାଯାଇଛି। ଏହି ଉଚ୍ଛେଦ ସମୟରେ ଉତ୍ତେଜନା ପ୍ରକାଶ ପାଇଛି। ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ, ପୌରନିର୍ବାହୀ ଅଧିକାରୀ ଦେବୀପ୍ରସାଦ ରାଉତଙ୍କ ନେତୃତ୍ୱରେ ଏହି ଉଚ୍ଛେଦ କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିତାଧିକାରୀଙ୍କୁ ଭେଟିଲେ ପ୍ରକଳ୍ପ ନିର୍ଦ୍ଦେଶକ: ଆବାସ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ବନ୍ତ,୨୭।୨(ଡି.ଏନ.ଏ.)-ଭଦ୍ରକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ ବୁଧବାର ବନ୍ତ ବ୍ଲକ କାଦବରାଙ୍ଗ ପଞ୍ଚାୟତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀମାନଙ୍କୁ ଭେଟିଥିଲେ। ଆବାସ...

କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ସ୍ବାବ ପରୀକ୍ଷା

ଭଦ୍ରକ ଅଫିସ,୩୦।୪: ଭଦ୍ରକ ସହରରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିଙ୍କ ଗୁରୁବାର ସ୍ବାବ ସଂଗ୍ରହ କରାଯାଇଛି। ସହରର ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଏହି ସ୍ବାବ...

୧୬ ପଞ୍ଚାୟତ ପାଣିଘେରରେ, ରିଲିଫ୍‌ ପାଇଁ ଘୋଷଣା

ଚାନ୍ଦବାଲି,୩ା୯(ଡି.ଏନ୍‌.ଏ.): ଚଳିତ ବନ୍ୟାରେ ପାଣିଘେରରେ ରହିଥିବା ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ୧୬ଟି ପଞ୍ଚାୟତ ଓ ଚାନ୍ଦବାଲି ଏନ୍‌ଏସିର ଗୋଟିଏ ଓ୍ବାର୍ଡର ଲୋକଙ୍କ ପାଇଁ ରିଲିଫ୍‌...

ଭଦ୍ରକରେ ପୁଣି ୧୬ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୨୬୨ରେ ପହଞ୍ଚଲା

ଭଦ୍ରକ ଅଫିସ,୫ା୭: ଭଦ୍ରକ ଜିଲାରେ ରବିବାର ୧୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୨ରେ ପହଞ୍ଚିଛି।...

କାର୍ଯ୍ୟରେ ଅବହେଳା: ଅତିରିକ୍ତ ତହସିଲଦାର ନିଲମ୍ବିତ

ଭଦ୍ରକ ଅଫିସ, ୨୩ା୪- ଭଦ୍ରକ ଜିଲା ତିହିଡ଼ି ଅତିରିକ୍ତ ତହସିଲଦାର ସ୍ବେତପଦ୍ମା ଧଳଙ୍କୁ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଛି।...

ଜମିବାଡ଼ି ପାଇଁ ହତ୍ୟା, ମା’-ଭାଉଜ ଗୁରୁତର

ଭଦ୍ରକ ଅଫିସ, ୧୭।୩: ପୂର୍ବଶତ୍ରୁତା ଓ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲା...

CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ୧୩୭କୁ ବୃଦ୍ଧି

ଭଦ୍ରକ ଅଫିସ,୬।୬: ଭଦ୍ରକ ଜିଲାରେ ଶନିବାର ସକାଳେ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ...

ଅସହାୟଙ୍କ ସାହା ଜଳଧର

ବନ୍ତ, ୨୨।୮ (ଡି.ଏନ.ଏ.)- ଅନେକ ଦୁଃଖ ଯନ୍ତ୍ରଣା ଅଙ୍ଗେ ନିଭାଇ ଥିବାରୁ ସେ ଅନ୍ୟର କଷ୍ଟ ସହି ପାରନ୍ତି ନାହିଁ । କେହି ରୋଗ ଯନ୍ତ୍ରଣାରେ...

Advertisement
Archives

Model This Week