କେବଳ ଏହି ଗୋଟିଏ କାରଣ ପାଇଁ କ୍ୟାଟ୍ରିନାଙ୍କ ସହ ରୋମାନ୍ସ ସିନ୍‌ କରନ୍ତିନି ଅର୍ଜୁନ

ବଲିଉଡରେ ଏପରି ଅନେକ ଅଭିନେତ୍ରୀ, ଅଭିନେତା ଅଛନ୍ତି ଯେଉଁମାନେ କୌଣସି ନା କୌଣସି କାରଣ ପାଇଁ କେତେକ ତାରକାଙ୍କ ସହ ରୋମାନ୍ସ ସିନ୍‌ କରିବାକୁ ପସନ୍ଦ କରି ନ ଥାନ୍ତି। ସେମାନେ ଏହା କରିବାକୁ ସିଧା ସିଧା ମନା କରି ଦେଇଥାନ୍ତି। ତେଣୁ ସେମାନଙ୍କୁ କେତେକ ଫିଲ୍ମରେ ବିପକ୍ଷରେ ଦେଖିବାକୁ ମଧ୍ୟ ମିଳି ନ ଥାଏ। ତାଙ୍କ ମଧ୍ୟରୁ ଅର୍ଜୁନ କପୁର ଏବଂ କ୍ୟାଟ୍ରିନା କୈଫ ଅନ୍ୟତମ। ଏ ଦୁହିଁଙ୍କୁ ଏକାଠି ରୋମାନ୍ସ କରୁଥିବା କେବେ ନଜର ଆସି ନାହାନ୍ତି। ଯଦିଓ ଅର୍ଜୁନ ଏବଂ କ୍ୟାଟ୍ରିନା ଭାଇଭଉଣୀ ନୁହନ୍ତି, ଅର୍ଜୁନ କ୍ୟାଟ୍ରିନାଙ୍କୁ ତାଙ୍କ ଭଉଣୀ ପରି ଭାବନ୍ତି। କ୍ୟାଟ୍ରିନା ମଧ୍ୟ ତାଙ୍କୁ ରାଖି ପିନ୍ଧାନ୍ତି। ଏଭଳି ପରିସ୍ଥିତିରେ, କେବେ ଦୁହେଁ ଯଦି ଏକାଠି ନଜର ଆସିବେ ତେବେ ରୋମାଣ୍ଟିକ୍‌ ସିନ୍‌ କରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?