Posted inଜାତୀୟ

ଏହି କାରଣ ଲାଗି ୧୫ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କଲେ ୯୪ ବର୍ଷୀୟା ବୃଦ୍ଧା

ଗୁରୁଗ୍ରାମ, ୮।୯: ହରିୟାଣାର ଗୁରୁଗ୍ରାମରେ ଜଣେ ୯୪ ବର୍ଷୀୟା ବୃଦ୍ଧା ୧୫ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ସିଆର୍‌ପିସି ଧାରା ୧୭୪ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତଦନ୍ତ ଅବସରରେ ପୋଲିସକୁ ଏକ ସୁଇସାଇଡ୍‌ ନୋଟ୍‌ ମିଳିଛି। ଯେଉଁଥିରେ ବୃଦ୍ଧାଜଣଙ୍କ ଉଲ୍ଲେଖ କରିଛନ୍ତି ଯେ, ସେ ନିଜର ବୟସାଧିକ ସମସ୍ୟା ଲାଗି ସେ ବିବ୍ରତ ଥିଲେ। ଯେଉଁଥି ପାଇଁ ଏଭଳି ପଦକ୍ଷେପ ଉଠାଇଛନ୍ତି। ବୃଦ୍ଧାଜଣଙ୍କ ଯେତେବେଳେ ଆତ୍ମହତ୍ୟା କରିଥିଲେ ସେତେବେଳେ ତାଙ୍କ ପୁଅ ବାହାରକୁ ଯାଇଥିବାବେଳେ ବୋହୂ ଅନ୍ୟ ରୁମ୍‌ରେ ଥିଲେ। ପ୍ରାଥମମିକ ତଦନ୍ତରୁ ପୋଲିସ ଏହା ଏକ ଆତ୍ମହତ୍ୟା ବୋଲି ଜାଣିବାକୁ ପାଇଛି। ବୃଦ୍ଧାବସ୍ଥା ଲାଗି ଚଳିବାରେ ଅସୁବିଧା ହେଉଥିବା ଯୋଗୁ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲାଖୋଲି କହିବାରୁ ନଓ୍ବାବଙ୍କୁ ଟାର୍ଗେଟ କରାଗଲା: ପାଓ୍ବାର

ମୁମ୍ବାଇ,୨୩ା୨: କେନ୍ଦ୍ର ସରକାରଙ୍କ ବିରୋଧରେ ଖୋଲାଖୋଲି କହିବାରୁ ମନ୍ତ୍ରୀ ନଓ୍ବାବ ମଲିକଙ୍କୁ ଟାର୍ଗେଟ କରାଗଲା ବୋଲି ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର କହିଛନ୍ତି। ଦଳୀୟ ନେତା...

କଂଗ୍ରେସରେ ରହି ଲମ୍ବା ଲଢେଇ ଲଢିବାକୁ ଚାହୁଁଛନ୍ତି ପାଇଲଟ!

ଜୟପୁର,୧୭।୭: ରାଜସ୍ଥାନ ରାଜନୀତି ବେଳକୁ ବେଳ ଭିନ୍ନ ମୋଡ ନେବାରେ ଲାଗିଛି। ସଚିନ ପାଇଲଟଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ଓ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦରୁ ହଟାଇ...

ବିପଦ ସଙ୍କେତ ଟପିଲା ଗୋଦାବରୀ ଜଳସ୍ତର: ୨୬ ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ

ହାଇଦ୍ରାବାଦ୍‌,୩୧।୭: ଆନ୍ଧ୍ରପ୍ରଦେଶରେ ଗୋଦାବରୀ ନଦୀ ଜଳସ୍ତର ବିପଦ ସଙ୍କେତ ଟପିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷାଯୋଗୁ ବନ୍ୟା ଜଳ ନିକଟବର୍ତ୍ତୀ ଗାଁ ଗୁଡ଼ିକରେ ପ୍ରବେଶ କରିଛି।...

ନୌସେନାର ୭ ଅଧିକାରୀ ଗିରଫ

ନୂଆଦିଲ୍ଲୀ,୨୧ା୧୨: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରୁଥିବା ଅଭିଯୋଗରେ ଭାରତୀୟ ନୌସେନାର ୭ ଅଧିକାରୀ ଗିରଫ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଗୋଇନ୍ଦା ବିଭାଗ, ନୌସେନା ଓ କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ...

ସୁଧୁରୁନି କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା

ଲକ୍ଷ୍ନୌ,୨୫ ।୭: ସଂକ୍ରମଣ ଯୋଗୁ କିଛିଦିନ ହେବ ଉତ୍ତର ପ୍ରଦେଶ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପୋଷ୍ଟଗ୍ରାଜୁଏଟ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏସ୍‌ଜିପିଜିଆଇ)ର ଭର୍ତ୍ତି ହୋଇଥିବା ପୂର୍ବତନ...

ସାମ୍ବିଧାନିକ ବ୍ୟବସ୍ଥାକୁ ସୁଦୃଢ଼ କରିଥାଏ ନ୍ୟାୟପାଳିକା: ମୋଦି

ନୂଆଦିଲ୍ଲୀ, ୬।୨: ସାମ୍ବିଧାନିକ ବ୍ୟବସ୍ଥାକୁ ସୁରକ୍ଷା ଯୋଗାଇ ଦେବା ଏବଂ ସୁଦୃଢ଼ କରିବା କ୍ଷେତ୍ରରେ ନ୍ୟାୟପାଳିକା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହା ଦ୍ୱାରା ନାଗରିକ...

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ...

ଇରାନରେ ଫସିଥିବା ଭାରତୀୟଙ୍କୁ ମୁକୁଳାଇବାକୁ କଥା ଦେଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୪।୮: ଇରାନରେ ଫସି ରହିଥିବା ଭାରତୀୟଙ୍କୁ ଶୀଘ୍ର ମୁକୁଳାଇବାକୁ କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର। ଶନିବାର ସେ ଟୁଇଟ୍‌ କରି ଏହା ଜଣାଇଛନ୍ତି। ଷ୍ଟେନା...

Advertisement
Archives

Model This Week