ଏହି କାରଣ ପାଇଁ ଫିଲ୍ମଠାରୁ ଦୂରେଇ ଯାଇଛନ୍ତି ବିପାଶା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ବର୍ତ୍ତମାନ ଲାଇମ୍‌ଲାଇଟ୍‌ରୁ ଦୂରେଇ ଯାଇଛନ୍ତି। ଶେଷଥର ପାଇଁ ସେ ୨୦୧୫ରେ ଫିଲ୍ମ ‘ରାଜ୍‌’ରେ ଅଭିନୟ କରିଥିଲେ। ସେ ଦୁଇ ବର୍ଷ ତଳେ ଓ୍ବେବ୍‌ ସିରିଜ ଜରିଆରେ ଡିଜିଟାଲ ଡେବ୍ୟୁ କରିଥିଲେ। ୭ ବର୍ଷ ଧରି ଫିଲ୍ମଠାରୁ ଦୂରରେ ରହିବାର କାରଣ କହିଛନ୍ତି ବିପାଶା। ଏଥିସହିତ ସେ ତାଙ୍କ ବଲିଉଡ୍‌ ଲେଉଟାଣି ବିଷୟରେ ବି କହିଛନ୍ତି।

ଏକ ସାକ୍ଷାତକାରରେ ବିପାଶା ଫିଲ୍ମଠାରୁ ଦୂରରେ ରହିବାର କାରଣ କହିଛନ୍ତି। ସେ କହିଛନ୍ତି, ମୁଁ ଅଳସୁଆ ଯୋଗୁ ଫିଲ୍ମରେ କାମ କରୁନାହିଁ। କିଛି ବର୍ଷ ମଧ୍ୟରେ କାମ ପାଇଁ ଆହୁରି ଅଳସୁଆ ହୋଇଗଲି, କିନ୍ତୁ ଚଳିତବର୍ଷ ମୁଁ ଫେରି ଆସି କିଛି ମଜା କରିବାକୁ ଯୋଜନା କରିଛି। ଖୁବ୍‌ଶୀଘ୍ର ଏହା ଘୋଷଣା କରିବି।

ବିଶେଷକରି କରୋନା ମହାମାରୀ ସମୟରେ ମୁଁ ଜାଣି ନ ଥିଲି ଦୁନିଆର ଗତି କେଉଁଆଡ଼େ ଯାଉଛି। ଏହି ଭୂତାଣୁ ସମସ୍ତଙ୍କୁ ଘରେ ରହିବାକୁ ବାଧ୍ୟ କଲା। ଏହି ସମୟରେ ସ୍ବାମୀ ତଥା ଅଭିନେତା କରଣ ସିଂ ଗ୍ରୋଭରଙ୍କ ସହ ପ୍ରତି ମିନିଟ୍‌କୁ ଉପଭୋଗ କଲି। ଏବେ ସମୟ ଟିକେ ବଦଳିଛି। ମୁଁ କାମ କରିବାକୁ ମନ ବଳାଇଛି।

ବିପାଶା ୧୯୯୬ରେ ମଡେଲିଂ ସହିତ ତାଙ୍କ କ୍ୟାରିଅର୍‌ ଆରମ୍ଭ କରିଥିଲେ। ସେ ୨୦୦୧ରେ ଫିଲ୍ମ ‘ଆଜନବୀ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମ ପାଇଁ ଶ୍ରେଷ୍ଠ ମହିଳା ଫିଲ୍ମଫେୟାର ପୁରସ୍କାର ଗ୍ରହଣ କରିଥିଲେ। ପରେ ସେ ବଲିଉ୍‌ଡର ବ୍ଲକବଷ୍ଟର ଫିଲ୍ମ ‘ରାଜ୍‌’ରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ। ହିନ୍ଦୀ ବ୍ୟତୀତ ବିପାଶା ତେଲୁଗୁ, ତାମିଲ ଫିଲ୍ମରେ ମଧ୍ୟ କାମ କରିଛନ୍ତି। ତାଙ୍କୁ ଶେଷ ଥର ପାଇଁ ଭୟଙ୍କର ଡ୍ରାମା ଫିଲ୍ମରେ ଦେଖିବାକୁ ମିଳିଥିଲା। ଏଥିରେ ସେ ତାଙ୍କ ସ୍ବାମୀ କରଣ ସିଂ ଗ୍ରୋଭରଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଫିଲ୍ମଟି ୨୦୧୫ରେ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର…

ମରିଗଲା ମାନବିକତା! ନେପାଳ ବନ୍ୟାରେ ଭାସିଆସିଥିବା ମୃତଦେହରୁ ଅଳଙ୍କାର ଲୁଟିଲେ ଯୁବକ, ଭିଡିଓ ଭାଇରାଲ ପରେ…

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ଯୋଗୁ ହଜାର ହଜାର ପରିବାର ପ୍ରଭାବିତ ହୋଇଛନ୍ତି। ଲୋକେ ନିଜ ଜୀବନ ବଞ୍ଚାଇବା ସହ ପରସ୍ପରକୁ ସାହାଯ୍ୟ କରୁଥିବା ବେଳେ ଏହାରି…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri