Posted inଫୁରସତ

ଏହି କାରଣ ପାଇଁ ଝିଅଙ୍କୁ ହେବାକୁ ପଡ଼ିଥାଏ ପୁଅ

ସମଗ୍ର ବିଶ୍ୱରେ ଅନେକ ଜାତିର ଲୋକ ବାସ କରନ୍ତି। ସମସ୍ତଙ୍କ ଧର୍ମ ଏବଂ ପରମ୍ପରା ଭିନ୍ନ ପ୍ରକାରର। ତେବେ ଅଲବାନିଆ ତା’ର ଭିନ୍ନ ପରମ୍ପରା ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଏଠାକାର ଅନେକ ପରମ୍ପରା ମଧ୍ୟରୁ ଗୋଟିଏ ହେଉଛି ଝିଅରୁ ପୁଅ ହେବା। ଏଠାରେ ଆଜି ବି କେବଳ ପୁରୁଷଙ୍କର ମହତ୍ତ୍ୱ ରହିଛି। ସ୍ତ୍ରୀଙ୍କୁ କେବଳ ସେକ୍ସ ପାଇଁ ବ୍ୟବହାର କରାଯାଇଥାଏ ।
ଦୀର୍ଘ ଦିନ ଧରି ଏହି ଗାଁରେ ଏକ ନିୟମ ରହିଆସିଛି ଯାହାକି ‘କାନୁନ’ ନାମରେ ଜଣାଯାଏ। ଏହି ନିୟମାନୁସାରେ ଝିଅଙ୍କୁ ପରିବାରର କେବଳ ସମ୍ପତି ବୋଲି ବିବେଚନା କରାଯାଏ। ଝିଅମାନଙ୍କୁ ପୁଅ ପରି ସମାନ ଅଧିକାର ପାଇବା ପାଇଁ ହେଲେ ସେମାନଙ୍କୁ ପୁଅ ହେବାକୁ ପଡ଼ିଥାଏ। ଏଥିପାଇଁ କିଛି ସର୍ତ୍ତ ମଧ୍ୟ ମାନିବାକୁ ପଡ଼ିଥାଏ। ସେମାନଙ୍କୁ ଜୀବନସାରା କୁମାରୀ ରହିବା ସହ ଶପଥ ନେବାକୁ ପଡ଼େ। ଏହି ଶପଥ ସେମାନଙ୍କୁ ଗ୍ରାମର ୧୨ ଜଣ ବୃଦ୍ଧଙ୍କ ସମ୍ମୁଖରେ ନେବାକୁ ହୋଇଥାଏ। ଝିଅମାନେ ଯେ କୌଣସି ବୟସରେ ଏହି ଶପଥ ନେଇପାରିବେ।ଏହା ପରେ ସେମାନଙ୍କ ଜୀବନଶୈଳୀ ସମ୍ପୂର୍ଣ୍ଣ ପୁଅଙ୍କ ପରି ହୋଇଯାଏ। ଏଥିସହ ସେମାନଙ୍କ ନାମ ପରିବର୍ତ୍ତନ କରି ପୁଅ ନାମ ରଖିବାକୁ ପଡ଼େ। ଏହା ପରେ ସର୍ବସମ୍ମୁଖରେ ସେମାନେ ମଦ ପିଇପାରିବେ ଏବଂ ସୁଗାରେଟ୍‌ ମଧ୍ୟ ଟାଣି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

IND vs ZIM: ଭାରତ ଏକାଦଶରେ ହେବ ବଡ଼ ପରିବର୍ତ୍ତନ, ଅଭିଷେକଙ୍କ ସ୍ଥାନରେ ସାମସନଙ୍କୁ ସୁଯୋଗ …

ନୂଆଦିଲ୍ଲୀ,୨୫।୨: ଜିମ୍ବାୱେ ବିପକ୍ଷ ସୁପର-୮ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ରଣନୀତିକୁ ନେଇ ବଡ଼ ସଙ୍କେତ ଦେଇଛନ୍ତି ବ୍ୟାଟିଂ କୋଚସିତାଂଶୁ କୋଟକ। ଖରାପ ଫର୍ମ ଦେଇ ଗତି…

IND VS ZIM: ଭାରତ ଅବସ୍ଥା ଆମ ସହ ସମାନ, ମ୍ୟାଚ୍‌ ପୂର୍ବରୁ ଏଭଳି କହି ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୫।୨: ଟି-୨୦ ବିଶ୍ୱକପ୍ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଜିମ୍ବାୱେ ଅଲରାଉଣ୍ଡର ରୟାନ ବର୍ଲ ଏକ ବଡ଼ ବୟାନ ଦେଇଛନ୍ତି। ଭାରତୀୟ ମାଟିରେ ଭାରତ ବିରୋଧରେ ଖେଳିବା…

୯ କୋଟି କୃଷକଙ୍କୁ ମାର୍ଚ୍ଚରେ ମିଳିବ ୨୨ତମ କିସ୍ତି! ହେଲେ ଅଟକି ଯାଇପାରେ ଆପଣଙ୍କ ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ହିତାଧିକାରୀମାନେ ଗତ ତିନି ମାସ ହେବ ୨୨ତମ କିସ୍ତିକୁ ଅପେକ୍ଷା କରିଛନ୍ତି। ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି…

ଓଭରଟେକ କରୁଥିବା ବେଳେ ପରସ୍ପର ମଧ୍ୟରେ ପିଟି ହେଲେ ଦୁଇ ବାଇକ୍, ତାପରେ….

ବଲାଙ୍ଗୀର,୨୫।୨(ସୁନିଲ କୁମାର ମହାନ୍ତି): ବିଳମ୍ବିତ ସନ୍ଧ୍ୟାରେ ବଲାଙ୍ଗୀରରେ ସଡ଼କ ଦୁର୍ଘଟଣା । ବୁଧବାର ସନ୍ଧ୍ୟାରେ ବଲାଙ୍ଗୀର ଭିଆଇପି ରାସ୍ତା ଭାବେ ପରିଚିତ ଭାଗିରଥି ଛକ- ସର୍କିଟ ହାଉସ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି କହିଲେ ନେତାନ୍ୟାହୁ, ସଂସଦରେ କହିଲେ ‘ଭାରତ ଆମର ମହାନ ବନ୍ଧୁ…’

ନୂଆଦିଲ୍ଲୀ,୨୫।୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ଭବ୍ୟ ସ୍ୱାଗତ ପରେ, ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଅଛି ।…

ବରିଷ୍ଠ  ଆଇନଜୀବୀଙ୍କ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ବରିଷ୍ଠ ଆଇନଜୀବୀ ଦିବାକର ପାଢ଼ୀ(୭୫) ଙ୍କ ବ୍ରହ୍ମପୁର ସ୍ଥିତ ବାସଭବନରେ ପରଲୋକ ହୋଇଛି । ସେ ଦୀର୍ଘବର୍ଷ ହେଲା…

ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର…

ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି, ୨୪ ଘଣ୍ଟା ମଧ୍ୟରେ ଏହି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର,୨୫।୨: ୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri