ପୁଅର ପର୍ନ କଲେକ୍ସଶନ୍‌ ଫୋପାଡ଼ିବାରୁ ବାପାଙ୍କୁ ଏଭଳି ଦଣ୍ଡାଦେଶ

ମିଚିଗାନ,୩୦।୮: ପୁଅର ପର୍ନ କଲେକ୍‌ଶନ(ସଂଗ୍ରହ) ଫୋପାଡ଼ିବା ବାପାଙ୍କୁ ମହଙ୍ଗା ପଡ଼ିଛି। ବାପାଙ୍କୁ କ୍ଷତିପୂରଣ ବାବଦକୁ ୨୨ ଲକ୍ଷ ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏଭଳି ଘଟଣା ଘଟିଛି ଆମେରିକାର ମିଚିଗାନ ସହରରେ।

ମିଳିିଥିବା ସୂଚନା ମୁତାବକ, ଜିଲା କୋର୍ଟର ବିଚାରପତି ପଲ ମାଲୋନି ପ୍ରାୟ ୮ ମାସର ବ୍ୟବଧାନ ପରେ ଏମିତି ନିଷ୍ପତ୍ତି ଶୁଣାଇଛନ୍ତି। ୪୩ ବର୍ଷୀୟ ପୁଅ ଡେଭିଡ୍‌ ରେକିଙ୍ଗ୍‌ ତାଙ୍କ ପରିବାର ବିରୋଧରେ ଆଣିଥିବା ଅଭିଯୋଗରେ ଦର୍ଶାଇଥିଲେ ଯେ, ମୁଁ ସଂଗ୍ରହ କରିଥିବା ସିନେମା, ମ୍ୟାଗାଜିନ୍‌ ଏବଂ ଅନ୍ୟାନ୍ୟ ସାମଗ୍ରୀକୁ ଫିଙ୍ଗିବାର ଅଧିକାର ମୋ ପରିବାରର ନାହିଁ। ଏସବୁର ମୂଲ୍ୟ ୨୧ ଲକ୍ଷରୁ ଊର୍ଦ୍ଧ୍ୱ ହେବ।

ଡିଭୋର୍ସ ପରେ ଡେଭିଡ୍‌ ତାଙ୍କ ବାପା, ମା’ଙ୍କ ସହ ରହୁଥିଲେ। କିଛିଦିନ ପାଇଁ ସେ ବାହାରକୁ ଯାଇଥିଲେ। କିନ୍ତୁ ଫେରିବା ପରେ ତାଙ୍କ ବ୍ୟକ୍ତିଗତ ସାମଗ୍ରୀ ମିଳି ନ ଥିଲା। ଏଥି ଲାଗି ସେ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ବିଚାରପତି ପଲ ବିଶେଷଜ୍ଞଙ୍କ ସହ କଥା ହୋଇ ଏକ ନିର୍ଦ୍ଦିଷ୍ଚ କ୍ଷତିପୂରଣ ସ୍ଥିର କରିବେ ବୋଲି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri