କର୍ମଜୀବୀଙ୍କ ପାଇଁ…

ପ୍ରତ୍ୟେକ କର୍ମଜୀବୀ ମହିଳାଙ୍କୁ ପରିବାରର ସହ ଜବ୍‌ ଉଭୟ ଦାୟୀତ୍ୱ ଠିକ୍‌ ଭାବେ ତୁଲାଇ ସମସ୍ତଙ୍କ ମନ ଜିଣିବାକୁ ହେଲେ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ଆବଶ୍ୟକ…
ମ୍ୟାନେଜମେଣ୍ଟ ଠିକ୍‌ ଭାବେ କରିବା କର୍ମଜୀବୀ ମହିଳାଙ୍କ ପାଇଁ ସବୁଠୁ ବଡ ଚ୍ୟାଲେଞ୍ଜ। ଏଥିପାଇଁ କେଉଁ କାମ କେବେ କରିବେ ଏକ ସମୟ ସୀମା ନିର୍ଦ୍ଧାରଣ କଲେ କାମ କରିବା ସହଜ ହୋଇଥାଏ।
ଯୌଥ ପରିବାରରେ ରହୁଥାନ୍ତି ତେବେ ପରିବାରର ଅନ୍ୟ ସଦସ୍ୟଙ୍କ ସହ ବୁଝାମଣା ଠିକ୍‌ ରଖି କାମ ବାଣ୍ଟି ପାରିବେ। ଏହାଦ୍ୱାରା ଆପଣଙ୍କ କାମ ଅପେକ୍ଷାକୃତ କମିଯିବ।
କାମ କରିବା ସମୟରେ ପରିବାର ଏବଂ ପିଲାମାନଙ୍କ ପାଇଁ ଚିନ୍ତିତ ରହିବା ଦ୍ୱାରା ଏହାର ନକରାତ୍ମକ ପ୍ରଭାବ ଆପଣଙ୍କ କାମ ଉପରେ ପଡିଥାଏ। ତେଣୁ ଏପରି ନ ହେବା ଲାଗି ଆପଣ ଅଫିସ୍‌ କାମରେ ଏକାଗ୍ରତା ରଖନ୍ତୁ । ଲଞ୍ଚ ବ୍ରେକ୍‌ କିମ୍ବା ଟିକିଏ ଫାଙ୍କା ସମୟ ମିଳିଲେ ଆପଣ କଲ୍‌ କରି ପିଲାଙ୍କ ହାଲଚାଲ ବୁଝିପାରିବେ।
ଫେରିବା ସମୟରେ ପିଲାଙ୍କ ପାଇଁ କିଛି ଉପହାର ଆଣିପାରିବେ। ଏହାସହ ଆପଣଙ୍କ ଅନୁପସ୍ଥିତିରେ ଘରର ସଦସ୍ୟମାନେ ପିଲାର ଯତ୍ନ ନେଇଥିବାରୁ ସେମାନଙ୍କୁ କୃତଜ୍ଞତା ଜଣେଇବାକୁ ଭୁଲନ୍ତୁ ନାହିଁ।
ଆପଣଙ୍କ ଅଫିସ ଛୁଟି ଅଛି, ସେଦିନ ପରିବାର ସଦସ୍ୟମାନଙ୍କୁ ନେଇ ବାହାରକୁ ବୁଲିବାକୁ ଯାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri