ଜବରଦଖଲ ଉଚ୍ଛେଦ

ଚମ୍ପୁଆ, ୮।୬(ଡି.ଏନ.ଏ.)
କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଭୂଇଁପୁରଠାରେ ମଙ୍ଗଳବାର ରାଜସ୍ବ ବିଭାଗ ଦ୍ୱାରା ଜବରଦଖଲ ଉଚ୍ଛେଦ କରାଯାଇଛି। ଚମ୍ପୁଆ ତହସିଲଦାର ସାଇ ସସ୍ମିତା ହୋତାଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ନାୟକ, ସୁପରଭାଇଜର ଶୁଭକାନ୍ତ କର, ଜ୍ୟୋତିପୁର ଓ ଭୁଇଁପୁର ରାଜସ୍ବ ନିରୀକ୍ଷକ ସମେତ ବାରିଆ ପୋଲିସ ଉପସ୍ଥିତିରେ ଏହି ଜବରଦଖଲ ଉଚ୍ଛେଦ କାର୍ଯ୍ୟ କରାଯାଇଥିବା ଅତିରିକ୍ତ ତହସିଲଦାର ନାୟକ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ ଜଣେ ବ୍ୟକ୍ତି ଉକ୍ତ ଜବରଦଖଲ କରିଥିବା ବେଳେ ପୂର୍ବରୁ ଏ ନେଇ ତାଙ୍କୁ ରାଜସ୍ବ ବିଭାଗ ପକ୍ଷରୁ ନୋଟିସ କରାଯାଇଥିଲା। ମାତ୍ର ଜବରଦଖଲକାରୀ ଏ ନେଇ କୌଣସି ପଦକ୍ଷେପ ନ ନେବାରୁ ରାଜସ୍ବ ବିଭାଗ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚେତନତା ଅଭାବ: ୩୦ କିମି ଭାରରେ ବୁହା ହେଲା ମୃତଦେହ

ମାଲକାନଗିରି, ୩୧।୧୦(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ବିଭିନ୍ନ ସମୟରେ ରୋଗୀ, ଗର୍ଭବତୀ ଓ ମୃତଦେହ ଭାରରେ ବୁହାହେବା ଘଟଣା ଘଟୁଥିବା ଦେଖିବାକୁ ମିଳିଥାଏ। ହେଲେ ସଚେତନତା ଅଭାବରୁ...

ଶତ୍ରୁତାରୁ ଟାର୍ଗେଟ୍‌ ଶିଶୁ

ଅନୁଗୋଳ/ ଢେଙ୍କାନାଳ ଅଫିସ,୧୯ା୧୨ ରାଜ୍ୟରେ ବଢ଼ୁଛି ଶିଶୁ ନିଖୋଜ ଓ ହତ୍ୟା ଘଟଣା। ଏନ୍‌ସିଆର୍‌ବି ତଥ୍ୟ ଅନୁଯାୟୀ ଓଡ଼ିଶାରୁ ଦୈନିକ ୧୨ ଜଣ ଶିଶୁ ନିଖୋଜ...

ଦୁର୍ନୀତି ବଡ଼ ଶତ୍ରୁ: ଜିଲା ସଭାପତି

ଗୋପାଳପୁର, ୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଶନିବାର ବିଜୁ ଜନତା ଦଳ (ବିଜେଡି)ର ୨୪ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଆୟୋଜିତ...

ଟ୍ରେନ୍‌ରେ କଟି ୬ ମୃତ

ଯାଜପୁର ଅଫିସ,୭ା୬: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମଣିଷ ମନରୁ ଲିଭି ନ ଥିବା ବେଳେ ବୁଧବାର ଆଉ ଏକ ଅଘଟଣ ଯାଜପୁରରୋଡ୍‌ ଷ୍ଟେଶନ ନିକଟରେ ଘଟିଛି।...

ଝଲସିଲାଣି ପତିରାଜପୁର ମେଳା ମଣ୍ଡପ: ବିରାଜିବେ ଦୋଳଗୋବିନ୍ଦ

ଖଇରା, ୯।୩-କଳା, ସଂସ୍କୃତି, ଆଧ୍ୟାତ୍ମିକତା ଓ ଐତିହ୍ୟର ପ୍ରତୀକ ଭାବେ ବାଲେଶ୍ୱର ଜିଲାର ପତିରାଜପୁର ମେଳା ପ୍ରସିଦ୍ଧ। ସୋମବାର ରାତିରୁ ମେଳା ପଡିଆରେ ଦୋଳମେଳନ ଆରମ୍ଭ...

ମୁଖ୍ୟମନ୍ତ୍ରୀ ପୁଣି ମିଛ କହିଲେ: ଜୟନାରାୟଣ

ପଦ୍ମପୁର,୩ା୧୨(ଡି.ଏନ.ଏ.): ଯେଉଁଠି ଉପନିର୍ବାଚନ ହୁଏ ସେହି ନିର୍ବାଚନ ମଣ୍ଡଳୀର ଦାୟିତ୍ୱ ମୁଖ୍ୟମନ୍ତ୍ରୀ ନିଜେ ନିଅନ୍ତି ବୋଲି ସବୁବେଳେ ଉପନିର୍ବାଚନ ପ୍ରଚାରରେ କୁହନ୍ତି। ହେଲେ ପ୍ରଥମ ଥର...

ରାଜନଗର ନୂତନ ତହସିଲଦାର ଭୋଳାନାଥ ସେଠୀ

ରାଜନଗର,୧୭।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲଦାର ଭାବରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଳାନାଥ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ତହସିଲଦାର ଦ୍ୱିବେନ୍ଦୁ କୁମାର...

୮ ଜିଲା ଦାୟିତ୍ୱରେ ସୋରଡ଼ା ବିଧାୟକ

ସୋରଡ଼ା,୧୯।୧୧: ରାଜ୍ୟ ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟିର ନିଷ୍ପତ୍ତିକ୍ରମେ ୪ଟି ସବ୍‌କମିଟି ଗଠନ କରାଯାଇଛି। ଉକ୍ତ କମିଟିକୁ ବିଭିନ୍ନ ଜିଲାର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବାକୁ...

Advertisement
Archives

Model This Week