ଖବରଦାତାଙ୍କୁ ବଳପୂର୍ବକ ଉଠାଇ ନେବା ପ୍ରତିବାଦରେ ବିକ୍ଷୋଭ

ବାରିପଦା ଅଫିସ,୧୦।୨: ମୟୂରଭଞ୍ଜ ଜିଲାରେ କାର୍ଯ୍ୟରତ ଖବରଦାତାମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅନଶନରତ ଖବରଦାତାକୁ ବଳପୂର୍ବକ ଉଠାଇ ନେବା ଘଟଣାକୁ ପ୍ରତିବାଦ କରି ଖବରଦାତାମାନେ ଅସନ୍ତୋଷ ପ୍ରକାଶ କଚନା କରିଥିଲେ। ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା ସମୟରେ ଘଟଣାକୁ ଜିଲାପାଳଙ୍କ ଅବହେଳା ପ୍ରଦର୍ଶନ କରିବା ସହ ଘଟଣାକୁ ଗୁରୁତର ସହ ଗ୍ରହଣ ନକରି ସମସ୍ୟାର ସମାଧାନ ପ୍ରତି ତତ୍ପରତା ପ୍ରକାଶ କରି ନ ଥିଲେ। ଏନେଇ ଖବରଦାତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଅନଶନ କରୁଥିବା ଜନୈକ ଖବରଦାତାଙ୍କ ପ୍ରତି ଅମାନୁଷିକ ବ୍ୟବହାର ପ୍ରଦର୍ଶନକୁ ନିନ୍ଦା କରିବା ସହିତ ଖବରଦାତାଙ୍କ ଦାବିକୁ ଖୁବ୍‌ଶୀଘ୍ର ପୂରଣ କରିବାକୁ ପାଇଁ ହେଉଛି।ରି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ପ୍ରକାଶ ଚନ୍ଦ୍ର ବେହେରାଙ୍କ ଜରିଆରେ ଏକ ଲିଖିତ ଅଭିଯୋଗ ପ୍ରଦାନ କରିଛନ୍ତି। ଏ ସଂକ୍ରାନ୍ତରେ ଏକ ପ୍ରତିନିଧି ଦଳ ମଙ୍ଗଳବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ସାକ୍ଷାତ କରି ୬ ଦିନ ଧରି ଅନଶନରତ ସାରସକଣା ବ୍ଲକର ଖବରଦାତା କ୍ଷିରୋଦ ଦାସଙ୍କ ସମ୍ପର୍କରେ ଆଲୋଚନା କରିଥିଲେ। ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା ସମୟରେ ଘଟଣାକୁ ଜିଲାପାଳଙ୍କ ଅବହେଳା ପ୍ରଦର୍ଶନ କରିବା ସହ ଘଟଣାକୁ ଗୁରୁତର ସହ ଗ୍ରହଣ ନକରି ସମସ୍ୟାର ସମାଧାନ ପ୍ରତି ତତ୍ପରତା ପ୍ରକାଶ କରି ନ ଥିଲେ। ଏନେଇ ଖବରଦାତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଅନଶନ କରୁଥିବା ଜନୈକ ଖବରଦାତାଙ୍କ ପ୍ରତି ଅମାନୁଷିକ ବ୍ୟବହାର ପ୍ରଦର୍ଶନକୁ ନିନ୍ଦା କରିବା ସହିତ ଖବରଦାତାଙ୍କ ଦାବିକୁ ଖୁବ୍‌ଶୀଘ୍ର ପୂରଣ କରିବାକୁ ପାଇଁ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri