ଡୋରଷ୍ଟେପ ସେବା ଦେଉଛି ଫୋର୍ଡ ଇଣ୍ଡିଆ

ଭୁବନେଶ୍ୱର: ଫୋର୍ଡ ଇଣ୍ଡିଆ ପକ୍ଷରୁ ଡୋରଷ୍ଟେପ ସେବା ଆରମ୍ଭ କରାଯାଇଛି। ଏହି ସେବା ଅଧୀନରେ ଫୋର୍ଡ ଗାଡିର ମାଲିକମାନେ ସେମାନଙ୍କ ଚାହୁଁଥିବା ଯେ କୌଣସି ସ୍ଥାନରେ କମ୍ପାନୀର ସେବା ପାଇପାରିବେ। ଘର କିମ୍ବା ଅଫିସରେ ନିଜ ଗାଡିର ସର୍ଭିସ ବିନା ଅତିରିକ୍ତ ଚାର୍ଜରେ କରାଇବାକୁ ଗ୍ରାହକ ସକ୍ଷମ ହେବେ। ଡାଏଲ-ଏ-ଫୋର୍ଡ ନାମକ ଗ୍ରାହକ କୈନ୍ଦ୍ରୀକ ଅଭିଯାନରେ କମ୍ପାନୀ ପକ୍ଷରୁ ପ୍ରଦାନ କରାଯାଉଥିବା ବ୍ୟାପକ ସେବାରେ ଏହି ସ୍ବତନ୍ତ୍ର ସୁବିଧା ଯୋଡ଼ି ହୋଇଛି । ଏହି ଅଭିଯାନରେ କମ୍ପାନୀ ପକ୍ଷରୁ ହେଲ୍‌ପଲାଇନ ମାଧ୍ୟମରେ ସମସ୍ତ ପ୍ରକାର ବିକ୍ରି ଓ ସେବା ସମ୍ପର୍କିତ ପ୍ରଶ୍ନର ସମାଧାନ କରାଯାଉଛି। ପ୍ରଥମ ପର୍ଯ୍ୟାୟରେ କମ୍ପାନୀ ପକ୍ଷରୁ କୋଲକାତା, ଭୁବନେଶ୍ୱର, ଦିଲ୍ଲୀ, ଗୁରୁଗ୍ରାମ, ନଏଡା, ଗାଜିଆବାଦ, ଫରିଦାବାଦ, ଜୟପୁର, ଲକ୍ଷ୍ମୌ, ବାଙ୍ଗାଲୋର, ଚେନ୍ନାଇ, କୋଚିନ ଓ ତ୍ରିଭେନ୍ଦ୍ରମ, ହାଇଦ୍ରାବାଦ, ମୁମ୍ବାଇ, ଠାଣେ ,ପୁଣେ,ଓରଙ୍ଗାବାଦ, ଅହମ୍ମଦାବାଦ ଭଳି ସହରରେ ଏହି ସେବା ଆରମ୍ଭ ହୋଇଛି। ଏ ସମ୍ପର୍କରେ ଫୋର୍ଡ ଇଣ୍ଡିଆର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର (ମାର୍କେଟିଂ,ବିକ୍ରି ଓ ସେବା) ବିନୟ ରାଇନା କହିଛନ୍ତି, ସେବା ପ୍ରଦାନ କରିବା ଲାଗି ଆମର ରହିଥିତ୍ବା ଦ୍ରୁତଗତିର ପ୍ରତିବଦ୍ଧତାର ଏହା ଏକ ପ୍ରତିଫଳନ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍‌, ହେବେ କୋଟିପତି!

ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri